କୋଭିଡ୍‌ ସହାୟତା ପାଇଁ ୬ ହେଲ୍ପଲାଇନ ନମ୍ବର ଜାରି

କଟକ ଅଫିସ,୨୩ା୧: ସହରରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା କମିଛି। ହେଲେ ଏବେ ବି ଅନେକ ଆକ୍ରାନ୍ତ ରହିଛନ୍ତି । କୋଭିଡ୍‌ ସମ୍ପର୍କିତ କୌଣସି ସମସ୍ୟା କିମ୍ବା ସହାୟତା ପାଇଁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ୬ଟି ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ସେଗୁଡିକ ହେଲା ୧୮୦୦୩୪୫୮୨୮୯, ୦୬୭୧-୨୩୦୮୮୯୯, ୨୩୦୮୬୮୮, ୨୩୦୮୨୮୮, ୨୩୦୮୪୮୮, ୭୦୭୭୭୭୫୫୫୫। ଏହି ନମ୍ବରଗୁଡିକରେ ଯୋଗାଯୋଗ କରି ସହରବାସୀ ସହାୟତା ନେଇପାରିବେ ବୋଲି ସିଏମ୍‌ସି ପକ୍ଷରୁ ଶନିବାର ଟୁଇଟ୍‌ ମାଧ୍ୟମରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଇନ୍‌ଫର୍ମର ସନ୍ଦେହ : ସାପ୍ତାହିକ ବଜାରରେ ଠିକାଦାରଙ୍କୁ ହତ୍ୟା

ଲାଞ୍ଜିଗଡ଼,୨୨।୭(ଡି.ଏନ.ଏ.) : କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ପାହାଡ଼ପଦରରେ ରବିବାର ଦିନ ଦ୍ୱିପ୍ରହରରେ ଜନଗହଳିପୂର୍ଣ୍ଣ ବଜାରରେ ଜଣେ ଠିକାଦାରଙ୍କୁ ଗୁଳିକରି ମାଓବାଦୀମାନେ...

କୋଟିଆରେ ଆନ୍ଧ୍ରର ଜବରଦସ୍ତି କାର୍ଯ୍ୟ

ପଟ୍ଟାଙ୍ଗୀ,୨୦ା୮(ଡି.ଏନ୍‌.ଏ.): ସରକାରଙ୍କ ତୀବ୍ର ବିରୋଧ ସତ୍ତ୍ୱେ କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକର କୋଟିଆ ପଞ୍ଚାୟତରେ ଜବରଦସ୍ତ ପଶିଛି ଆନ୍ଧ୍ର। ଗୁରୁବାର କୋଟିଆର ୨ ଗ୍ରାମ ଫାଟୁସିନେରି...

ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ, ବଳବତ୍ତର ରହିବ ଅନ୍ୟାନ୍ୟ କଟକଣା: ଜିଲାପାଳ

ଛତ୍ରପୁର, ୧୯।୪(ଡି.ଏନ୍‌.ଏ.)- ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସୋମବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ କୋହଳ କରାଯାଇଛି। ଫଳରେ ପୂର୍ବରୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିଆଯାଇଥିବା...

ହଜିଗଲା ମାନବିକତା,ବିଲରୁ ନବଜାତ ଶିଶୁକନ୍ୟାର ମୃତଦେହ ଜବତ

ପଦ୍ମପୁର,୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବାଲିମୁଣ୍ଡା ପଞ୍ଚାୟତ ଦାମୋଡ଼ରପୁର ଗ୍ରାମର ଏକ ବିଲରୁ ଏକ ନବଜାତ ଶିଶୁକନ୍ୟାର ମୃତଦେହ ଜବତ କରାଯାଇଛି। ପ୍ରକାଶ...

ଲକ୍‌ଡାଉନ୍‌ ବେଳେ ୮୦ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ କରି ଟ୍ୟୁଶନ କରୁଥିଲେ ଶିକ୍ଷକ: ବାନ୍ଧିନେଲା ପୋଲିସ

ରାଜନଗର,୨୬।୩: କରୋନା ମୁକାବିଲା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହା ସହ ସ୍କୁଲ କଲେଜ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଥିଲା।...

ପେଟ ପୋଷିବା ଚିନ୍ତାରେ ଫୁଟ୍‌ପାଥ୍‌ ବେପାରୀ

ଖୋର୍ଦ୍ଧା ଅଫିସ,୨୯ା୩: ସମ୍ପ୍ରତି ଲକ୍‌ଡାଉନ ଯୋଗୁ ଗାଡ଼ି ଚଳାଚଳ, ଦୋକାନବଜାର ସବୁ ବନ୍ଦ ରହିଛି। କଟକଣା ଯୋଗୁ କେହି ଘରୁ ପଦାକୁ ବାହାରୁନାହାନ୍ତି। ଏଭଳିସ୍ଥିତିରେ ଦିନମଜୁରିଆ,...

ଭୋଜି ନ ଖାଇବାରୁ ୩ ଭାଇଙ୍କୁ ଆକ୍ରମଣ

ଆଳି,୧୫।୨(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ୩୪ ପଞ୍ଚାୟତ ମଧ୍ୟରୁ ମାଣିକପାଟଣାରେ ଗୋଟିଏ ପରିବାର ଏକ ପକ୍ଷରୁ ହେଉଥିବା ଭୋଜି ଖାଇବାକୁ ନ ଯିବାରୁ ଆକ୍ରମଣ...

୬ ଯାଏ କାଁ ଭାଁ ବର୍ଷା ସମ୍ଭାବନା

ଭୁବନେଶ୍ୱର,୪ା୭(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇ ଯାଇଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲଗାଣ ବର୍ଷା ହେବାର...

Advertisement
Archives

Model This Week