ମହିଳା ମାଓବାଦୀଙ୍କ ସମେତ ୭ ଗିରଫ

ମାଲକାନଗିରି,୧୬ା୭(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ବିଜାପୁର ଜିଲାରେ ଚାଲିଥିବା ମାଓବାଦୀ ଅଭିଯାନ ବେଳେ ପୋଲିସ ଦ୍ୱାରା ତେରେମ୍‌ ଅଞ୍ଚଳରୁ ମଙ୍ଗଳବାର ୭ ମାଓବାଦୀ ଗିରଫ ହୋଇଛନ୍ତି। ତେରେମ୍‌ ଅଞ୍ଚଳରେ ପୋଲିସ ଓ ସୁରକ୍ଷା ବାହିନୀର ମିଳିତ ତଲାସି ଅଭିଯାନ ବେଳେ ଜଙ୍ଗଲ ମଧ୍ୟରେ କେତେଜଣ ବ୍ୟକ୍ତି ସେମାନଙ୍କୁ ଦେଖି ଲୁଚି ପଳାଇବାକୁ ଉଦ୍ୟମ କରିଥିଲେ। ଏହା ଦେଖି ସେମାନଙ୍କୁ କାବୁକରିବା ପାଇଁ ଚେଷ୍ଟା କରାଯିବା ବେଳେ ଜଣେ ମହିଳାଙ୍କ ସମେତ ୭ ଜଣଙ୍କୁ ପୋଲିସ କାବୁକରି ପଚରାଉଚରା ବେଳେ ସେମାନେ ସମସ୍ତେ ମାଓବାଦୀ ବୋଲି ଜଣାପଡିବାରୁ ସେମାନଙ୍କୁ ଗିରଫ କରାଯାଇଥିଲା। ଗିରଫ ମାଓବାଦୀଙ୍କ ମଧ୍ୟରେ ୨ ଲକ୍ଷ ଟଙ୍କା ପୁରସ୍କାର ରହିଥିବା ମାଓବାଦୀ ତାମୋ ଭୀମା ଓ ୧ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ଉଇକା ମଙ୍ଗ୍ରି ରହିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତଙ୍କୁ ଜେରା ପରେ କୋର୍ଟ ଚାଲାଣ କରାଯିବା ସହ ଅଞ୍ଚଳରେ ତଲାସି ଅଭିଯାନକୁ ଜୋର୍‌ଦାର କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri