୭ ଭାରତୀୟଙ୍କୁ ଅପହରଣ କଲେ ଆତଙ୍କବାଦୀ

ତ୍ରିପୋଲି, ୩।୧୦: ଭାରତରୁ ଳିବିୟାକୁ କାମ କରିବାକୁ ଯାଇଥିବା ୭ ଜଣ ଭାରତୀୟଙ୍କୁ ଆତଙ୍କବାଦୀମାନେ ଅପହରଣ କରି ନେଇଛନ୍ତି। ଆତଙ୍କବାଦୀମାନେ ଭାରତୀୟଙ୍କ ମୁଣ୍ଡ ଜାମିନ ରଖିଛନ୍ତି। ୨୦ ହଜାର ଡଲାର ଦେଲେ ଭାରତୀୟଙ୍କୁ ମୁକ୍ତ କରାଯିବ ବୋଲି ଆତଙ୍କବାଦୀ ସଂଗଠନ ପକ୍ଷରୁ କୁହାଯାଇଛି। ଭାରତୀୟମାନେ ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ ଏବଂ ବିହାରର ବାସିନ୍ଦା ବୋଲି କୁହାଯାଉଛି। ଭିଜା ସମୟ ସୀମା ଶେଷ ହେଉଥିବାରୁ ସେମାନେ ଭାରତକୁ ଫେରି ଆସିଥାନ୍ତେ। ତେବେ ଆତଙ୍କବାଦୀମାନେ ସେମାନଙ୍କୁ ଅପହରଣ କରି ନେଇଛନ୍ତି। ଭାରତୀୟମାନେ ଅପହୃତ ହୋଇଥିବାବେଳେ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ପ୍ରକାଶ ପାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆମର ପୁରାତନ ବନ୍ଧୁ: ଫିଜି ପ୍ରଧାନମନ୍ତ୍ରୀ…

ସୁଭା,୧୬।୨ : ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଫିଜି ଗସ୍ତରେ ଅଛନ୍ତି। ସେଠାରେ ଗୁରୁବାର ଫିଜିର ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି। ଏକ ବୈଠକରେ ଦୁଇ...

ସ୍ବଦେଶ ଫେରିଲେ ଶେହବାଜଙ୍କ ପୁଅ, ଦୁର୍ନୀତି ଅଭିଯୋଗରେ କରିବେ ଆତ୍ମସମର୍ପଣ…

ଇସଲାମାବାଦ,୧୧।୧୨ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ପଳାତକ ପୁତ୍ର ସୁଲେମାନ ଶେହବାଜ ଲଣ୍ଡନରେ ଚାରି ବର୍ଷ ଆତ୍ମ-ର୍ନିବାସନ ପରେ ରବିବାର ସକାଳେ ସ୍ବଦେଶ ଫେରିଛନ୍ତି।...

ଇଜିପ୍ଟର ପୂର୍ବତନ ପ୍ରଧାନମନ୍ତ୍ରୀ ଶେରିଫ ଇସମେଲଙ୍କ ବିୟୋଗ

କାଇରୋ, ୬।୨: ଇଜିପ୍ଟର ପୂର୍ବତନ ପ୍ରଧାନମନ୍ତ୍ରୀ ଶେରିଫ ଇସମେଲଙ୍କ ପରଲୋକ ଘଟିଛି। ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଶେରିଫ...

ପାକିସ୍ତାନରେ ପଡ଼ିଲା ଭାରତୀୟ କ୍ଷେପଣାସ୍ତ୍ର; ପ୍ରତିରକ୍ଷା ମନ୍ତ୍ରଣାଳୟ କହିଲା…

ନୂଆଦିଲ୍ଲୀ,୧୧।୩: ପାକିସ୍ତାନରେ ପଡ଼ିଲା ଭାରତୀୟ କ୍ଷେପଣାସ୍ତ୍ର। ଭାରତପଟୁ ଏକ ମିସାଇଲ୍‌ ଦୁର୍ଘଟଣାବଶତଃ ପାକିସ୍ତାନ ପଟକୁ ଫାୟାରିଂ ହୋଇଯାଇଥିଲା। ହେଲେ ଏଥିରେ କିଛି କ୍ଷୟକ୍ଷତି ହୋଇ ନ...

ଏଲିଜାବେଥ୍‌ ଦ୍ୱିତୀୟଙ୍କ ଜୟନ୍ତୀ

ଲଣ୍ଡନ, ୯।୬: କୁଇନ୍‌ ଏଲିଜାବେଥ୍‌ ଦ୍ୱିତୀୟଙ୍କ ୯୩ତମ ଜୟନ୍ତୀ ସରକାରୀ ଭାବେ ଶନିବାର ପାଳିତ ହୋଇଛି। ରାଣୀଙ୍କୁ ସମ୍ମାନ ପ୍ରଦର୍ଶନ ନିମନ୍ତେ ଓ୍ବେଷ୍ଟମିନ୍‌ଷ୍ଟରଠାରେ ଅଶ୍ୱାରୋହୀ ସୈନ୍ୟଙ୍କ...

ଆଷ୍ଟ୍ରାଜେନିକା ଟିକା ନେଲେ ବୋରିସ ଜନ୍‌ସନ

ଲଣ୍ଡନ,୨୦।୩: ବ୍ରିଟିଶ୍‌ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ ଆଷ୍ଟ୍ରାଜେନିକା କୋଭିଡ-୧୯ ଟିକା ନେଇଛନ୍ତି। ପ୍ରଥମ ଡୋଜ ଟିକା ନେବାପରେ ଜନ୍‌ସନ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, କୋଭିଡ-୧୯ ଆଷ୍ଟ୍ରାଜେନିକା...

ଜିିତିଲେ ମାଗଣା ଟିକା: ବିଡେନ୍‌

ଓ୍ବାଶିଂଟନ, ୨୫।୧୦: ନଭେମ୍ବର ୩ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡୋମୋକ୍ରାଟିକ୍‌ ଦଳର ପ୍ରାର୍ଥୀ ଜୋ ବିଡେନ୍‌ଙ୍କ...

ବିଶ୍ୱକୁ ବାଟ ଦେଖାଇଲେ ଗ୍ରେଟା

ଜଳବାୟୁ ପରିବର୍ତ୍ତନର ଭୟାବହତାକୁ ନେଇ ବିଶ୍ୱବ୍ୟାପୀ ନାନା ଆଶଙ୍କା ଲାଗିରହିଥିବାବେଳେ ଜାତିସଂଘ ଜଳବାୟୁ କାର୍ଯ୍ୟାନୁଷ୍ଠାନ ସମ୍ମିଳନୀରେ ଭାବଗର୍ଭକ ଭାଷଣ ଦେଇ ସମସ୍ତଙ୍କୁ ବିସ୍ମିତ କରିଦେଇଛନ୍ତି ଗ୍ରେଟା...

Advertisement
Archives

Model This Week