Posted inଜାତୀୟ

ଲିବ୍ୟାରେ ଅପହରଣର ଶିକାର ହେଲେ ୭ ଭାରତୀୟ

ନୂଆଦିଲ୍ଲୀ,୯।୧୦: ୭ ଭାରତୀୟଙ୍କୁ ଲିବ୍ୟାରୁ କିଛି ଦୁର୍ବୃତ୍ତ ଅପହରଣ କରି ନେଇଛନ୍ତି। ଏନେଇ  ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅପହୃତଙ୍କୁ ମୁକୁଳାଇବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି। ଅପହରଣର ଶିକାର ହୋଇଥିବା ୭ ଭାରତୀୟ ବିହାର, ଆନ୍ଧ୍ରପ୍ରଦେଶ, ଗୁଜରାଟ ଓ ଉତ୍ତର ପ୍ରଦେଶର। ସେମାନେ ଲିବ୍ୟାରେ ଏକ କମ୍ପାନୀରେ କାମ କରୁଥିଲେ। ସେ ଭାରତକୁ ଫେରିବା ପାଇଁ ଟ୍ରିପୋଲିରେ ଏୟାରପୋର୍ଟକୁ ଆସୁଥିବାବେଳେ ତାଙ୍କ କେହି ଅପହରଣ କରିନେଇଛନ୍ତି। ତେବେ ସେପ୍ଟେମ୍ବର ୧୪ରେ ସେମାନଙ୍କୁ କେହି ଅପହରଣ କରି ନେଇଛନ୍ତି। ଅପହରଣର ଶିକାର ହୋଇଥିବା ସମସ୍ତ ଭାରତୀୟ ସୁରକ୍ଷିତ ଅଛନ୍ତି ଓ ସେମାନଙ୍କ ଫଟୋ ଆମ ପାଖରେ ଅଛି ବୋଲି ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

ପାଟ୍ରୋଲିଂ ସମୟରେ ଧରାପଡ଼ିଲେ ବ୍ରାଉନସୁଗାର ବେପାରୀ, ୩ ଜଣଙ୍କୁ ବାନ୍ଧି ପୋଲିସ କହିଲା…

ତିହିଡ଼ି,୨୩ା୫(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୋଲିସ ୨୦. ୫୮ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଏଥିସହ ପୋଲିସ…

ବରଗଡ଼ ସର୍କିଟ୍‌ ହାଉସ୍‌ରେ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା : ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କଲେ ମନ୍ତ୍ରୀ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୧୨ ଦିନ ବିତିଯାଇଛି। ହେଲେ ଧାନ ବିକ୍ରିବଟାରେ ଚାଷୀମାନେ ବିଭିନ୍ନ ସମସ୍ୟାର…

ବହୁ ଖୋଜାଖୋଜି ପରେ ମିଳିଲା ବୃଦ୍ଧାଙ୍କ ମୃତଦେହ

ପାଟଣା,୨୩।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦହିବାହାଳୀ ଗ୍ରାମ ପୋଖରୀକୁ ଶୁକ୍ରବାର ସାରେ ଜଣେ ୬୫ବର୍ଷୀୟ ବୃଦ୍ଧ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ। ରାତିରେ…

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri