Posted inଜାତୀୟ

ଜମ୍ମୁ-କଶ୍ମୀରରେ ବିସ୍ଫୋରଣ: ୭ ଆହତ

ଶ୍ରୀନଗର,୨୧।୧: ଜମ୍ମୁ-କଶୀ୍ମରର ନରୱାଲ ଅଞ୍ଚଳରେ ଶନିବାର ଦୁଇଟି ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏଥିରେ ୭ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଅଧିକାରୀଙ୍କ କହିବା ମୁତାବକ, ବିସ୍ଫୋରଣ ଘଟଣାସ୍ଥଳକୁ ବର୍ତ୍ତମାନ କର୍ଡନ କରାଯାଇଛି ଏବଂ ଅନ୍ୟ ପୋଲିସ କର୍ମଚାରୀଙ୍କ ସହ ବରିଷ୍ଠ ପୋଲିସ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଚଳାଇଛନ୍ତି। ସୂଚନା ଅନୁଯାୟୀ, ଟ୍ରାନ୍ସପୋର୍ଟ ନଗର ୱାର୍ଡ ନମ୍ବର ୭ରେ ପୂର୍ବାହ୍ନ ୧୧ ସମୟରେ ପ୍ରଥମ ବିସ୍ଫୋରଣ ଘଟିଥିଲା। ଏହାର ମାତ୍ର ୧୫ ରୁ ୨୦ମିନିଟ୍‌ ପରେ ସେହି ଅଞ୍ଚଳରେ ଆଉ ଏକ ବିସ୍ଫୋରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri