ମହୁମାଛି ଆକ୍ରମଣରେ ୭ ଆହତ

ବଲାଙ୍ଗୀର,୧୮ା୧୦(ସୁନିଲ ମହାନ୍ତି): କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣରେ ୭ ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ରଣ୍ଡା ପଞ୍ଚାୟତ ପଦମପୁର ଗାଁରେ। ଶନିବାର ଚାଷଜମିରେ ୭ ଜଣ ବ୍ୟକ୍ତି କାଠ ସଂଗ୍ରହ କରୁଥିବା ସମୟରେ ହଠାତ୍‌ ମହୁମାଛି ଆକ୍ରମଣ କରିଥିଲେ। ପ୍ରାଣ ବିକଳରେ ସମସ୍ତେ ଦଉଡ଼ି ଦଉଡ଼ି ଗାଁକୁ ଚାଲିଆସିଥିଲେ। ଦୌଡ଼ୁଥିବା ସମୟରେ ମଧ୍ୟ ସେମାନଙ୍କୁ ମହୁମାଛି ଛାଡ଼ି ନ ଥିଲା ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା। ଆହତ ୭ ଜଣଙ୍କୁ ଗାଁ ଲୋକେ ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଭର୍ତ୍ତି କରିଥିଲେ। ସେ ଭିତରୁ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ପରଖିଲେ ମହିଳା ଓ ଶିଶୁ ସୁରକ୍ଷା, ଆୟୋଗ ଅଧ୍ୟକ୍ଷା: ଅଙ୍ଗନବାଡ଼ି କେନ୍ଦ୍ର ଓ ଆବାସିକ ବିଦ୍ୟାଳୟରେ ସୁବିଧା ସୁଯୋଗ ଯାଞ୍ଚ

ମୋହନା, ୬।୧୧ (ମନ୍ମଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ପରେ ଗଜପତି ଜିଲ୍ଲା ମୋହନା ବ୍ଲକରେ ମହିଳା ଓ ଶିଶୁଙ୍କ ସୁରକ୍ଷାକୁ ନେଇ ପ୍ରଶାସନ ତତ୍ପର ହୋଇଛି।…

ହାତୀ-ମଣିଷ ସଂଘର୍ଷ ରୋକିବାକୁ ଗଜସାଥୀଙ୍କୁ ତାଲିମ୍‌: ୧୯ ମାସରେ ୨୭୫ ମଣିଷ ଓ ୧୩୧ ହାତୀଙ୍କ ମୃତ୍ୟୁ

ଭଞ୍ଜନଗର, ୬।୧୧ (ବାବୁଲା ପ୍ରଧାନ): ହାତୀ-ମଣିଷ ସଂଘର୍ଷ ହ୍ରାସ କରିବା ସହ ଉଭୟଙ୍କ ଧନଜୀବନ ସୁରକ୍ଷା ଉଦ୍ଦେଶ୍ୟରେ ଟାଟା ପାୱାର, ଘୁମୁସର ଉତ୍ତର ବନଖଣ୍ଡ ଏବଂ ସ୍ୱେଚ୍ଛାସେବୀ…

ବନ୍ୟାଞ୍ଚଳ ପରିଦର୍ଶନ କରିବେ ନବୀନ: ବିଜେଡି ଶିବିରରେ ଉତ୍ସାହ

ହିଞ୍ଜିଳିକାଟୁ/ଶେରଗଡ଼୬।୧୧(ଦ୍ବିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟ ନାରାୟଣ ଦାଶ): ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମ ଗସ୍ତରେ ଆସିବେ। ବାତ୍ୟା ଅର୍ଣ୍ଣବ ପ୍ରଭାବିତ ବନ୍ୟାଞ୍ଚଳ…

ବଣ୍ଡାଘାଟିରେ ଧସିଲା ମାଟି ଅତଡ଼ା: ୭ ଗାଁ ବିଚ୍ଛିନ୍ନ

ମାଲକାନଗିରି,୬।୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ବଣ୍ଡାଘାଟିରେ ରାସ୍ତା ଧସିବା ଯୋଗୁ ୭ଟି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଖଇରପୁଟ ବ୍ଲକ ମୁଦୁଲିପଡ଼ା ପଞ୍ଚାୟତର ବନ୍ଧଗୁଡ଼ା ନିକଟରେ ମାଟି…

ବାରାହା ଦାଉରୁ ଫସଲ ରକ୍ଷା ପାଇଁ ସୋଲାର ବିଦ୍ୟୁତ୍‌ ତାରବାଡ଼: ସାମୁଦ୍ରିକ ଥାନା ମୁଖ୍ୟ ରାସ୍ତା ପାର୍ଶ୍ୱରେ ତାରବାଡ଼କୁ ନେଇ ଚିନ୍ତା, ହଟାଇବାକୁ ବନ ବିଭାଗର…

ମହାକାଳପଡ଼ା, ୬।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳରେ ଚାଷ ଜମିରେ ବାରାହା ପଲଙ୍କ ଉପଦ୍ରବ ଚାଷୀଙ୍କ ଚିନ୍ତା ବଢ଼ାଇଛି। ବାରାହା…

୪ ବର୍ଷ ବାସନ୍ଦ ହେଲେ ଏହି ଅଲିମ୍ପିକ ବିଜେତା, ଜାଣନ୍ତୁ…

ଲାଉସାନେ,୧୧ା୬: ଡୋପ୍‌ ଟେଷ୍ଟରେ ଧରାପଡ଼ିବାରୁ ଅଲିମ୍ପିକ ଭାରୋତ୍ତୋଳକ ବ୍ରୋଞ୍ଜ ପଦକ ବିଜେତା ବୋଝିଦାର ଦିମିତ୍ରୋଭ ଆନ୍ଦ୍ରିଭଙ୍କୁ ଶୁକ୍ରବାର ୪ବର୍ଷ ପର୍ଯ୍ୟନ୍ତ ବାସନ୍ଦ କରାଯାଇଛି। ଫଳରେ ସେ ୨୦୨୮…

ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଲୁଟ୍‌, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗୀର, ୬।୧୧ (ସୁନିଲ କୁମାର ମହାନ୍ତି): ସୋଲାର ପ୍ୟାନେଲ୍‌ ଲଗାଇବା ବାହାନାରେ ଘରେ ପଶି ଦୁଇ ମହିଳାଙ୍କୁ ଲାଟ୍ରିନ୍‌ ଓ ବାଥରୁମ୍‌ରେ ବନ୍ଦ କରି ଲୁଟ୍‌ କରିଥିବା…

ଜିଓ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌: ୩ ବର୍ଷ ଯାଏ କରିବାକୁ ପଡିବନି ରିଚାର୍ଜ!

ନୂଆଦିଲ୍ଲୀ,୬।୧୧: ଧନତେରସ ଅବସରରେ ରିଲାଏନ୍ସ ଜିଓ (Reliance Jio) ଏହାର ଗ୍ରାହକମାନଙ୍କ ପାଇଁ ଏକ ଦମଦାର୍‌ ଏବଂ ଧମାକାଦାର୍‌ ରିଚାର୍ଜ ପ୍ଲାନ ଘୋଷଣା କରିଛି। ଜିଓର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?