Posted inଜାତୀୟ

ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ ୭ କିଲୋଗ୍ରାମ୍‌ ଆର୍‌ଡିଏକ୍ସ ଜବତ

ଶ୍ରୀନଗର,୧୪।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ରବିବାର ୨ ବର୍ଷ ପୂରଣ ହୋଇଛି। ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ିକଡ଼ି ରହିଛି। ତେବେ ଜମ୍ମୁ ବସ୍‌ଷ୍ଟାଣ୍ଡ୍‌ ନିକଟରୁ କଶ୍ମୀର ଜୋନ୍‌ ପୋଲିସ ୭ କିଲୋଗ୍ରାମ୍‌ ଆର୍‌ଡିଏକ୍ସ ଜବତ କରିଛି। ଏହାଦ୍ୱାରା ଆତଙ୍କବାଦୀଙ୍କ ପକ୍ଷରୁ ରଚାଯାଇଥିବା ଷଡ଼ଯନ୍ତ୍ର ଫସର ଫାଟି ଯାଇଛି। ପୋଲିସ ପକ୍ଷରୁ ଜଣକୁ ଗିରଫ କରାଯାଇଛି। ଏହାର ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଅଷ୍ଟମ ବେତନ କମିଶନ: ଏହି କର୍ମଚାରୀଙ୍କୁ ମିଳିପାରେ ୩ ରୁ ୯ ଲକ୍ଷ ଟଙ୍କାର ବକେୟା

ନୂଆଦିଲ୍ଲୀ,୧୦।୨: ଆଗକୁ ଲାଗୁ ହେବାକୁ ଯାଉଛି ଅଷ୍ଟମ ବେତନ କମିଶନ। ଏହା ପିଛିଲା ଭାବେ ଲାଗୁ ହେବାକୁ ଥିବାରୁ କର୍ମଚାରୀମାନଙ୍କୁ ବକେୟା ଦରମା ମଧ୍ୟ ମିଳିବ। ଫଳରେ…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri