ଅଶାନ୍ତ କାବୁଲ ବିମାନ ବନ୍ଦର: ୭ ଆଫଗାନୀ ମୃତ

କାବୁଲ,୨୨ ।୮: ଆଫଗାନୀସ୍ତାନ ଉପରେ ତାଲିବାନ କବଜା କରିବା ପରଠାରୁ ସେଠାରେ ପରିସ୍ଥିତି ଅଶାନ୍ତ ହୋଇ ପଡିଛି । ସବୁଠି ଭୟ ଆଉ ଭୟ । ରବିବାର କାବୁଲ ବିମାନ ବନ୍ଦର ପୁଣିଥରେ ଅଶାନ୍ତ ହୋଇପଡିଛି । ଦେଶଛାଡି ଚାଲିଯିବାକୁ ଉଦ୍ୟତ ହେଉଥିବା ଆଫଗାନବାସୀ ବିମାନ ବନ୍ଦରରେ ଜମା ହୋଇଥିବା ବେଳେ ସେଠାରେ ଗୁଲି ଫୁଟିବାରୁ ଭୟଭିତ ହୋଇ ଏଣେତେଣେ ଦୌଡିବା ଫଳରେ ୭ ଆଫଗାନବାସୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ଏହି ସୂଚନା ବ୍ରିଟେନ ସେନା ଦେଇଛି । ସୂଚନାଯୋଗ୍ୟ, ଦେଶ ଛାଡି ବାହାରକୁ ଚାଲିଯିବାକୁ ଚେଷ୍ଟା କରୁଥିବା ଆଫଗାନବାସୀଙ୍କୁ ଭୟଭୀତ କରାଇବା ଲାଗି ଫାଙ୍କାରେ ତାଳିବାନ ଗୁଳି ଚାଳନା କରିଥିଲେ ମଧ୍ୟ ଦଳାଚକଟାରେ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri