ବ୍ୟାଙ୍କ କର୍ମଚାରୀଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଣ୍ଟାବାଞ୍ଜି,୮ା୧୧: ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ହୋଇଛି। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବାବେଳେ ୨ରୁ ଅଧିକ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ତାଙ୍କ ବେକରେ ଟାଙ୍ଗିଆ ଲଗାଇ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍‌ଟପ୍‌ ଓ ବ୍ୟାଙ୍କ ଚେକ୍‌ ଲୁଟିନେଇଛନ୍ତି। ବଲାଙ୍ଗୀର ଜିଲା ମୁରିବାହାଲ ଥାନା ପଟ୍ଟାମରା-ହଳଦି ଯିବା ରାସ୍ତାରେ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Gen Z ମନ ଜିତିବାକୁ BJPର ଅଭିଯାନ, କୋଚିଂ ସେଣ୍ଟରରୁ କଲେଜ ଯାଏ ପହଞ୍ଚିବେ ନେତା

ନୂଆଦିଲ୍ଲୀ,୧୯।୮: Gen-Z ଯୁବପିଢ଼ିଙ୍କ ନିକଟରେ ପହଞ୍ଚିବା ପାଇଁ ରଣନୀତି ବଦଳାଇଛି ଭାଜପା । ଏଣିକି କେବଳ ସୋସିଆଲ ମିଡିଆ ମେସେଜିଂ ନୁହେଁ, ଯୁବପିଢ଼ିଙ୍କ ସହ ସିଧାସଳଖ ଆଲୋଚନା…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

ରାଜଧାନୀର CNG ପମ୍ପରେ ବଡ଼ ଧରଣର ବିସ୍ଫୋରଣ, ୩ମୃତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀର ଟିକରୀ କଲାଁ ଅଞ୍ଚଳରେ ଥିବା ଏକ CNG ପମ୍ପରେ ଭୟଙ୍କର ବିସ୍ଫୋରଣ ହୋଇଛି । ଗ୍ୟାସ୍‌ ରିଫିଲିଂ ସମୟରେ ଏହି ଅଘଟଣ ହୋଇଥିବା…

କାଉନସିଲ୍‌ ନିର୍ବାଚନରେ ଜିତିଲେ ମମତା ବାର୍ନାଜୀ; ଭାଜପାକୁ କଲେ ଚିତ୍‌ପଟାଙ୍ଗ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୧୯।୮: ପ୍ରଥମେ ବିଧାନସଭା ନିର୍ବାଚନରେ ​​ପରାଜୟ, ପରେ ବିଧାୟକମାନଙ୍କ ବିଦ୍ରୋହ ଏବଂ ଶେଷରେ କିଛି ସାଂସଦ ମଧ୍ୟ ସାଥ୍ ଛାଡ଼ିବା ଏସବୁ ପରିସ୍ଥିତିର ସାମ୍ନା କରିଛି ମମତା…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ଶ୍ରାବଣ ଶେଷ ସୋମବାରରେ ୩ଟି ଶୁଭ ଯୋଗ, ଏହି ରାଶିର ବ୍ୟକ୍ତିମାନଙ୍କୁ ମିଳିବ ପ୍ରଚୁର ଧନ-ସମ୍ପତ୍ତି

ଶ୍ରାବଣ ମାସର ଶେଷ ସୋମବାର ବ୍ରତ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ମନେକରାଯାଏ। ଏହି ଦିନ ଭଗବାନ ଶିବଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଏ। ଚଳିତ ଶ୍ରାବଣର…

ବାରମ୍ବାର ପୋଷ୍ଟ ଅଫିସ୍ ଯିବା ଦରକାର ନାହିଁ! ୨ ମିନିଟ୍‌ରେ ଜମା ହେବ ସୁକନ୍ୟା ଟଙ୍କା, ଜାଣନ୍ତୁ ପ୍ରୋସେସ୍…

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କ ଝିଅର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ସୁକନ୍ୟା ସମୃଦ୍ଧି ଯୋଜନା (SSY) ଅଧୀନରେ ଏକ ଆକାଉଣ୍ଟ ଖୋଲିଛନ୍ତି, ତେବେ ଆପଣଙ୍କୁ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri