ଆଜି ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ, ୪୫ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୮ା୬: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣ ଚିକିତ୍ସିତ ହେଉଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri