ଆଉ ୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୦୪୭କୁ ବୃଦ୍ଧି ପାଇଛି। ତେବେ ୭ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ ବାଲେଶ୍ୱର ଜିଲାରୁ ୨ ଜଣ ଲେଖାଏ ଥିବା ବେଳେ ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଅଛନ୍ତି। ଅନୁଗୋଳ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୭କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୨୮୪, ଭଦ୍ରକରେ ୧୪୦, କଟକରେ ୮୧୧ଓ ଖୋର୍ଦ୍ଧାରେ ୧୪୬୫ରେ ପହଞ୍ଚିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

ବନ୍ଧୁକ ମୁନରେ ପେଟ୍ରୋଲ ପମ୍ପରୁ ଲୁଟ୍, ସିସିଟିଭିରେ କଏଦ ହେଲା ଘଟଣା

ବସ୍ତା, ୪।୭ (ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା  ବସ୍ତା ଥାନା ଅନ୍ତର୍ଗତ ଦରଡାସ୍ଥିତ ଏକ ପେଟ୍ରୋଲ ପମ୍ପରୁ ବନ୍ଧୁକ ଦେଖାଇ ଲୁଟ୍ ହୋଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ…

କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି

କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି।…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri