Posted inଜାତୀୟ

୭ ଜଣଙ୍କ ହତ୍ୟାକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ

ଗାଜିଆବାଦ,୩ା୮: ୨୦୧୩ରେ ଜଣେ ବ୍ୟବସାୟୀ ଓ ତାଙ୍କ ପରିବାରର ୬ ଜଣ ସଦସ୍ୟଙ୍କୁ ହତ୍ୟା କରିଥିବା ଡ୍ରାଇଭର ରାହୁଲ ବର୍ମାଙ୍କୁ ସୋମବାର ଗାଜିଆବାଦର ଏକ କୋର୍ଟ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବ୍ୟବସାୟୀ ସତୀଶ ଚନ୍ଦ୍ର ଗୋଏଲ୍‌ ଓ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା ମାମଲାରେ ଅତିରିକ୍ତ ସେସନ୍ସ ଜଜ୍‌ ନିର୍ମଳ ଚନ୍ଦ୍ର ସେମଓ୍ବାଲ ଦୋଷୀସାବ୍ୟସ୍ତ କରିଥିଲେ। ୨୦୧୩ ମେ’ ୨୨ରେ ବ୍ୟବସାୟୀଙ୍କ ପରିବାରର ୩ ପିଢ଼ିଙ୍କୁ ହତ୍ୟା କରାଯାଇଥିଲା ବୋଲି ବିଚାରପତି କହିଛନ୍ତି। ସରକାରୀ ଓକିଲ ରାଜେଶ ଚନ୍ଦ୍ର ଶର୍ମାଙ୍କ କହିବା ଅନୁଯାୟୀ ବ୍ୟବସାୟୀ ଗୋଏଲଙ୍କ ଘରୁ ୪.୫ ଲକ୍ଷ ଟଙ୍କା ଗାଏବ ହେବା ପରେ ଡ୍ରାଇଭର ବର୍ମାଙ୍କୁ ସେ ଚାକିରିରୁ ବାହାର କରିଦେଇଥିଲେ। ଏହାର ୧୫ ଦିନ ପରେ ହତ୍ୟାକାଣ୍ଡ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?