୮ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ, ୧୦ ବନ୍ଧୁକ ଜବତ

ଆସିକା,୨୯ା୧୧ (ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୋଲିସର ସ୍ବତନ୍ତ୍ର ଅପରାଧୀ ଧରପଗଡ ଅଭିଯାନକୁ ବଡଧରଣର ସଫଳତା ମିଳିଛି। ହତ୍ୟା, ହତ୍ୟା ଉଦ୍ୟମ, ଡକାୟତି, ଦାଦାବଟି ଆଦାୟ ଭଳି ଏକାଧିକ ସଙ୍ଗୀନ ଅପରାଧରେ ଜଡିତ ୮ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୧୦ ବନ୍ଧୁକ, ୫୩ ରାଉଣ୍ଡ ଗୁଳି, ୧୨ ବୋମା, ଦୁଇଟି ଖଣ୍ଡା, ଦୁଇଟି ଛୁରି ସମେତ ବହୁ ମାରଣାସ୍ତ୍ର ଜବତ ହୋଇଛି। ଏଥିସହ ସେମାନଙ୍କ ନିକଟରୁ ପୋଲିସ କଳା ମୁଖା, ଲଙ୍କାଗୁଣ୍ଡ, ୮ଟି ମୋବାଇଲ ଫୋନ୍‌ ସମେତ ୬ଟି ବାଇକ୍‌ ମଧ୍ୟ ଜବତ କରିଛି। ଆସିକା ଥାନାରେ ରବିବାର ମଧ୍ୟାହ୍ନରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଗଞ୍ଜାମ ଜିଲା ଅତିରିକ୍ତ ଏସ୍‌ପି ବିଜୟ କୁମାର ମଲିକ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ କୋଟି ଟଙ୍କାର ଗଞ୍ଜେଇ ସହ ୫ ଦେଶୀ ବନ୍ଧୁକ ଜବତ

ବାଲିଗୁଡ଼ା,୨୨ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଲିଗୁଡ଼ା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡ଼ା ଜଙ୍ଗଲରୁ ୪...

ବ୍ଲକ ଅଧ୍ୟକ୍ଷ ପଦବୀରୁ ଦୈତାରୀ ବେହେରାଙ୍କ ଇସ୍ତଫା

ଖଲ୍ଲିକୋଟ,୨୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧ୍ୟକ୍ଷ ପଦବୀରୁ ଇସ୍ତଫା ଦେଇଛନ୍ତି ବିଧାୟିକାଙ୍କ ସ୍ବାମୀ ଦୈତାରୀ ବେହେରା। ବ୍ୟକ୍ତିଗତ କାରଣରୁ ସେ ଅଧ୍ୟକ୍ଷ...

ବିଦ୍ୟୁତ୍‌ ଆଘାତରେ ବାପାଙ୍କ ଜୀବନ ଗଲା, ପୁଅ ଗୁରୁତର

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମରେ ସୋମବାର ସକାଳେ ପରିବା ବାଡ଼ିରେ ଛିଡ଼ି ପଡ଼ିଥିବା ଏକ ଉଚ୍ଚ...

ମୁଖ୍ୟମନ୍ତ୍ରୀଙ୍କ ରେକର୍ଡ ବିଜୟ ପାଇଁ ପୂଜାର୍ଚ୍ଚନା

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ରାଜ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ରେକର୍ଡ ସଂଖ୍ୟକ ବ୍ୟବଧାନରେ ହିଞ୍ଜିଳି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜୟୀ ପାଇଁ...

ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି

ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା...

ବନ୍ଦ ଘରୁ କେନ୍ଦ୍ରୀୟ ବିଦ୍ୟାଳୟ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

ହିଞ୍ଜିଳିକାଟୁ, ୨୧।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ଏସଏସଟି ଶିକ୍ଷକଙ୍କ ଗଳିତ ମୃତଦେହ ରବିବାର ରେଗିଡି ସାହିର ଏକ ଭଡ଼ା ଘରୁ ଉଦ୍ଧାର...

ରାଜନୀତିର ହଟ୍‌ସ୍ପଟ୍‌ ଗୋପାଳପୁର: ପ୍ରଚାର ମଇଦାନକୁ ଓହ୍ଲାଇଲା ଭାଜପା

ଗୋପାଳପୁର,୨୧ା୪(ନବୀନ ରାଜ ଆଚାରୀ): ରାଜ୍ୟ ରାଜନୀତିରେ ହଟସ୍ପଟ୍‌ ରୂପେ ପରିଚିତ ଗୋପାଳପୁର ନିର୍ବାଚନ ମଣ୍ଡଳୀ। ଏଠାରେ କେଉଁ ଦଳର ପ୍ରାର୍ଥୀ ବାଜି ମାରିବେ ସେ ନେଇ...

ଅସନ୍ତୁଷ୍ଟ ବିଜେଡି ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ବ୍ରହ୍ମପୁର,୨୧ା୪(ନରସିଂହ ସାହୁ): ଗୋପାଳପୁର ବିଧାନସଭା କ୍ଷେତ୍ର ପାଇଁ ବିଜେଡିର ବିଦ୍ରୋହୀ ପ୍ରାର୍ଥୀ ହୋଇଛନ୍ତି ଉମା ଚରଣ ନାୟକ। ସେ ଶନିବାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କଳିଙ୍ଗ ବିଜୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri