ପୁଣି ରାଜଧାନୀରେ ଆଉ ୭ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ଏହା ଦିନକୁ ଦିନ ଚିନ୍ତା ବଢାଉଥିବା ବେଳେ ଦୈନିକ ପଜିଟିଭ୍‌ ସଂଖ୍ୟା ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ବୁଧବାର ଆଉ ୭ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି। ଦକ୍ଷିଣ-ପୂର୍ବ ଜୋନ୍‌ର ୫ଟି ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିବା ବେଳେ ନର୍ଥ ଜୋନ୍‌ର ୨ଟି ସ୍ଥାନକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି । ପୂର୍ବରୁ ମଧ୍ୟ ଭୁବନେଶ୍ୱରରେ ଅନେକ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ଅବପାତ ରୂପ ନେବ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ବଙ୍ଗଳାଦେଶ ଉପକୂଳରେ ବର୍ତ୍ତମାନ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ଭାବେ...

ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍‌ ଅଫିସର ବିନୋଦ କୁମାର

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର...

ବୋଟ୍‌ ଦୁର୍ଘଟଣାରେ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

କଟକ ଅଫିସ,୨୪।୯: ମହାନଦୀର ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଶୁକ୍ରବାର ଜଣେ ରିପୋର୍ଟର ପ୍ରାଣ ହରାଇଛନ୍ତି। ସେ ହେଲେ...

ମାକ୍ସ ନ ପିନ୍ଧିବାରୁ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ ଉଠବସ କରାଇଲେ ତହସିଲଦାର: ଭିଡିଓ ଭାଇରାଲ

ଗଞ୍ଜାମ,୧୫।୭(ଡି.ଏନ୍‌.ଏ.): ହରଡ଼ଘଣାରେ ଗଞ୍ଜାମ ତହସିଲଦାର। ତହସିଲଦାରଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ ସେ ଏବେ ବିବାଦ ଘେରକୁ ଆସିଛନ୍ତି। ଗଞ୍ଜାମ...

ଲକ୍‌ଡାଉନ ପ୍ରଭାବ: ରାସ୍ତାରେ କ୍ଷୀର ଢାଳିଲେ ଚାଷୀ

ବାଲିଅନ୍ତା,୨୯ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକଡାଉନ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜଧାନୀ ଉପକଣ୍ଠ ବାଲିଅନ୍ତା ବ୍ଲକର ଜଣେ ଦୁଗ୍ଧ...

ମଝିରେ ଅଟକିଗଲା ଲଞ୍ଚ: ୨୫ ଯାତ୍ରୀଙ୍କୁ ଉଦ୍ଧାର କଲା ବୋଟ୍‌ ଆମ୍ବୁଲାନ୍ସ

ତେନ୍ତୁଳିଖୁଣ୍ଟି,୧୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୋଡ଼ାଗଡ଼ ଡ୍ୟାମ୍‌ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଗୁରୁବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଲଞ୍ଚ ଅଟକି ଯାଇଥିଲା। ଫଳରେ ଲଞ୍ଚରେ...

ସମାଜ ଲାଗି ଉଦାହରନ୍‌ ସାଜିଛନ୍‌ ହଳ ଆର ରାତ୍ର

ଅତାବିରା, ୧୭।୭ (ଡି.ଏନ୍‌.ଏ): ଆମର ସମାଜରେ ଅନେକ ଲୋକ୍‌ ପିଲାଛୁଆ ବିହାଚୁରା କରିସାଏଲେ, ଚାକରିରୁ ଅବସର ନେଲେ ଘରେ ବସି ରହୁଛନ୍‌। ଯେନ୍‌ଥିରଲାଗି ବିନା କାମ୍‌ଧଁଦାରେ...

ଆଜି ଆଉ ୧୦ ଜୀବନ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୨୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ...

Advertisement
Archives

Model This Week