Posted inଜାତୀୟ

ଇନ୍ଦୋରରେ ଦୁଇ ମହଲା ଘରେ ଲାଗିଲା ନିଆଁ: ୭ ଜୀବନ୍ତ ଦଗ୍ଧ

ଇନ୍ଦୋର,୭ ।୫: ମଧ୍ୟପ୍ରଦେଶ ଇନ୍ଦୋରର ସ୍ୱର୍ଣ୍ଣବାଗ କଲୋନୀରେ ଶନିବାର ଭିଷଣ ନିଆଁ ଲାଗିଥିବା ଜଣାପଡିଛି । ଏକ ଦୁଇ ମହଲା କୋଠାରେ ନିଆଁ ଲାଗିଯିବା ଫଳରେ ୭ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ । ଏହି କଲୋନୀ ଇନ୍ଦୋରର ବିଜୟ ନଗର ଅଞ୍ଚଳରେ ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ, ଶୁକ୍ରବାର-ଶନିବାର ରାତିରେ ଏହି ଘଟଣା ଘଟିଥିବା କୁହାଯାଉଥିବା ବେଳେ ସୂଚନା ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ମୃତ ଶରୀର ଗୁଡିକୁ ପୋଲିସ ହସ୍ପିଟାଲ ପଠାଇ ଦେଇଛି । ଏମାନଙ୍କ ମଧ୍ୟରେ ଅଧିକାଂଶ ଭଡାରେ ରହୁଥିବା କୁହାଯାଉଛି । ପ୍ରାଥମିକ ସୂଚନାରୁ ଜଣାପଡିଛି ଯେ ସର୍ଟ ସର୍କିଟ ଯୋଗୁ ପ୍ରଥମେ ପାର୍କିଂରେ ଥିବା ଗାଡିରେ ନିଆଁ ଲାଗି ଯାଇଥିଲା । ଏହାପରେ ନିଆଁ ଘରକୁ ମାଡି ଯାଇଥିଲା । ଏହା ଏତେ ଭୟଙ୍କର ଥିଲା ଯେ କେହି କିଛି ବୁଝିବା ପୂର୍ବରୁ ନିଆଁରେ ପୋଡି ହୋଇ କେତେଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କେତେଜଣଙ୍କର ଅଣ ନିଶ୍ୱାସି ହୋଇ ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

‘କଣ୍ଟ୍ରୋଲ୍ ଉଦୟ’ରୁ ‘ଲେ ମୈ ଭୀ ନାଚା’: ନାନା ପାଟେକରଙ୍କ ବିୟୋଗରେ ଝୁରୁଛି ଇଣ୍ଟରନେଟ୍, ଭାଇରାଲ୍ ହେଉଛି ଆଇକନିକ୍ ମିମ୍‌ସ

ପାଣାଜୀ:ଭାରତୀୟ ସିନେମା ଜଗତର ଜଣେ ବରିଷ୍ଠ ତଥା ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କର ୭୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଗୁରୁବାର ସକାଳେ ଗୋଆସ୍ଥିତ ତାଙ୍କ ବାସଭବନରେ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?