Posted inଜାତୀୟ

ଗୁଜରାଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୭ ଜଣଙ୍କ ଜୀବନ

ସୁରେନ୍ଦ୍ରନଗର,୨୧।୧୧-ଗୁଜରାଟର ସୁରେନ୍ଦ୍ରନଗର ଜିଲା ପଟାଡି ତହସିଲର ଖେରୱା ଗ୍ରାମ ନିକଟରେ ଶନିବାର ଏକ ଟ୍ରକ ସହିତ ଏକ କାରର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ଦୁଇ ପରିବାରର ୭ ଜଣ ସଦସ୍ୟ ପ୍ରାଣ ହରାଇଛନ୍ତି। ମୃତକମାନେ ହେଲେ ରମେଶ ନାଇ (୩୮), ତାଙ୍କ ପତ୍ନୀ କୈଳାଶବେନ (୩୫) ଏବଂ ସେମାନଙ୍କର ସନ୍ତାନ ସୁନ୍ନି (୧୨) ଏବଂ ଶୀତଲ (୮) ସମସ୍ତେ କୋରଡା ଗ୍ରାମର ଏବଂ ସେମାନଙ୍କ ସମ୍ପର୍କୀୟ ହରେଶ ନାଇ (୩୫), ତାଙ୍କ ସ୍ତ୍ରୀ ସେଜାଲବେନ (୩୫) ଏବଂ ପୁଅ ହର୍ଷିଲ (୬)। ଏମାନେ ସମସ୍ତେ ନାନାପୁରା ଗ୍ରାମର ବୋଲି ଜଣାପଡିଛି। ଦୁର୍ଘଟଣା ପରେ କାର ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀ ହଜୁର ଶାହିବରୁ ଫେରିଥିବା ୫ ଜଣଙ୍କ ରିପୋର୍ଟ କରୋନା ପଜିଟିଭ

ଚଣ୍ଡିଗଡ଼,୨୮।୪: ମହାରାଷ୍ଟ୍ର ନାନ୍ଦେଡର ଶ୍ରୀ ହଜୁର ଶାହିବରୁ ପଞ୍ଜାବର ତନ ତରନ ଜିଲାକୁ ଫେରିଥିବା ୫ ଶ୍ରଦ୍ଧାଳୁ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କଠାରେ କରୋନା...

ଫେଲ୍‌ ମାରିଛି କେନ୍ଦ୍ରର ଶସ୍ୟ ବୀମା ଯୋଜନା: ଚାଷୀଙ୍କୁ ମିଳିନି ୫ ହଜାର କୋଟି

ନୂଆଦିଲ୍ଲୀ,୧୨ା୬: କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ବିଫଳ ହୋଇଛି। ୨୦୧୮ ଡିସେମ୍ବରରେ ଖରିଫ ଋତୁ ଶେଷ ହୋଇଥିବାବେଳେ ଫସଲ ନଷ୍ଟ ହୋଇଥିବା...

ଶ୍ରମିକଙ୍କ ପ୍ରାପ୍ୟ ଶୁଣାଣି: କୁଆଡ଼େ ଗଲା ୨୦ ହଜାର କୋଟି, ପଚାରିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୪।୬: ଲକ୍‌ଡାଉନ୍‌ ସମୟରେ ଶ୍ରମିକଙ୍କ ପ୍ରାପ୍ୟ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାରଙ୍କ ଉପରେ ଶକ୍ତ ମନୋଭାବ ପୋଷଣ କରିଛନ୍ତି। ଦାଖଲ ହୋଇଥିବା ଏକ ଜନସ୍ବାର୍ଥ...

ବିନା ବିଜୁଳି ଆଲୋକରେ ଅଫିସରେ କାମ କଲେ ଜିଲାପାଳ

ଗାଜିଆବାଦ, ୧୦।୯: ଜିଲାପାଳ ନିଜ ଅଫିସରେ ବିନା ବିଜୁଳି ଆଲୋକରେ ଜାଣିଶୁଣି କାମ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ।...

ବିନା ୟୁନିଫର୍ମରେ ଥାନା ଭିତରେ ନାଚିଲେ ମହିଳା ପୋଲିସ: ଭିଡିଓ ଭାଇରାଲ

ମେହସାଣା,୨୫।୭: ଏବେ ଭିଡିଓ କରି ସୋସିଆଲ ମିଡିଆରେ ଅପଲୋଡ କରିବାର ଟ୍ରେଣ୍ଡ ଚାଲିଛି। ସେମିତି ଜଣେ ମହିଳା ପୋଲିସ ବିନା ୟୁନିଫର୍ମରେ ପୋଲିସ ଷ୍ଟେଶନ ଭିତରେ...

କିପରି ଉଠାଇବେ ଇପିଏଫ୍‌ ଟଙ୍କା

ନୂଆଦିଲ୍ଲୀ,୧୦।୪: କରୋନା ଜନିତ ଲକ୍‌ଡାଉନ ବେଳେ ଯଦି ଆପଣ ଆର୍ଥତ୍କ ସମସ୍ୟାର ସମ୍ମୁଖୀନ ହେଉଥାନ୍ତି, ତେବେ ଆପଣଙ୍କର କର୍ମଚାରୀ ଭବିଷ୍ୟନିଧି (ଇପିଏଫ୍‌)ରୁ ଟଙ୍କା ଉଠାଇପାରିବେ। ଏଥିପାଇଁ...

ଅଭିଯୁକ୍ତ ବଳାତ୍କାରୀଙ୍କୁ ଏନ୍‌କାଉଣ୍ଟର ଦ୍ୱାରା କରାଯାଇନି ନ୍ୟାୟ: ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୭।୧୨: ହାଇଦ୍ରାବାଦ୍‌ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର  ପ୍ରତିଶୋଧ ପରାୟଣ ହୋଇ କରାଯାଇଛି। ଏହି ଘଟଣାରେ ନ୍ୟାୟ କରାଯାଇ ନାହିଁ ବୋଲି ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି...

ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ସିଭିଲ ସର୍ଭିସ ପ୍ରିଲିମ୍‌ ପ୍ରାର୍ଥୀ

ନୂଆଦିଲ୍ଲୀ,୨ା୭(ପି.ଟି.): ସିଭିଲ୍‌ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ରେ ଅନୁଷ୍ଠିତ ହେବାକୁ ଥିଲାବେଳେ ପ୍ରାର୍ଥୀ ଚାହିଁଲେ ସେମାନଙ୍କ ପରୀକ୍ଷା କେନ୍ଦ୍ର ବଦଳାଇପାରିବେ ବୋଲି କେନ୍ଦ୍ରୀୟ ଲୋକସେବା...


Coronavirus Update

Archives

Model This Week

Why Dharitri