ସ୍କୁଲର ୭ଜଣଙ୍କୁ କରୋନା

ଚନ୍ଦାହାଣ୍ଡି,୪।୮ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ସପ୍ତାହରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ପାଟଖଲିଆ ସ୍କୁଲରୁ ୫ ଜଣ ଛାତ୍ର ଏବଂ ୨ ଜଣ ଶିକ୍ଷକଙ୍କ ରିପୋର୍ଟ ପଜିଟିଭ ଆସିଛି। ସେହିଭଳି ହଳଦୀ ଗ୍ରାମରୁ ଜଣେ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ପ୍ରତିଦିନ ଚନ୍ଦାହାଣ୍ଡିରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପାଇଁ ଏହା ମୁଣ୍ଡବ୍ୟଥାର କାରଣ ପାଲଟିଛି। ପନ୍ଦର ଦିନ ମଧ୍ୟରେ ୨୦ରୁ ଊଦ୍ଧର୍‌ବ ପଜିଟିଭ ଚିହ୍ନଟ ହୋଇଥିବାରୁ କୋଭିଡ କଟକଣାକୁ କଡ଼ାକଡ଼ି କରିବା ଦିଗରେ ପ୍ରଶାସନ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଲେ ୨ କରୋନା ପଜିଟିଭ୍‌

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଜିଲାବାସୀଙ୍କ ପାଇଁ ଖୁସି ଖବର। ୩ ପଜିଟିଭ୍‌ କରୋନା ରୋଗୀଙ୍କ ମଧ୍ୟରୁ ୨ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ପ୍ରଶାସନ...

ଘୋଡାହାଡ଼ ନଦୀରେ ବୁଡ଼ି ଯୁବକ ମୃତ

ପାଟପୁର,୯ା୩- ପାଟପୁର ଥାନା ଜଲମରା ଗ୍ରାମ ନିକଟ ଘୋଡାହାଡ଼ ନଦୀରେ ବୁଡ଼ି ସୋମବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି l ସେ ହେଲେ ପଳାସପୁର ଗ୍ରାମର...

ମହିଳାଙ୍କୁ ତୀର ମାରି ଜଣେ ଗିରଫ

ଚମ୍ପୁଆ,୨୬ା୪(ଡି.ଏନ୍‌.ଏ.): ମହିଳାକୁ ତୀରମାଡ଼ ଘଟଣାରେ ଚମ୍ପୁଆ ପୋଲିସ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ରରୁଆଁ ଥାନା ଅନ୍ତର୍ଗତ ମହୁଲଡ଼ିହା ଗ୍ରାମର ସୁନାରାମ ହେସା। ସେ...

କମୁଛି ଗୃହପାଳିତ ପଶୁପକ୍ଷୀଙ୍କ ସଂଖ୍ୟା

ବିନିକା,୨୬ା୨(ଡି.ଏନ୍‌.ଏ.) – ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଓ ଏନଏସି ଅଞ୍ଚଳରେ ଗୃହପାଳିତ ପଶୁପକ୍ଷୀଙ୍କ ସଂଖ୍ୟା ଦିନକୁ ଦିନ କମିବାରେ ଲାଗିଛି। ରାଜ୍ୟ ସରକାରଙ୍କ ପ୍ରାଣୀ...

ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ଦୁର୍ଯ୍ୟୋଧନ

ରତ୍ନଗିରି,୧୪-୧(ଡିଏନ୍‌ଏ):ମଞ୍ଚରେ ଓ ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ହେଉଛନ୍ତି ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମର ଦୁର୍ଯ୍ୟୋଧନ ପରିଡା(୬୪)। ପିଲାଟି ଦିନରୁ ତୁଳସୀ ଦୁଇପତ୍ରରୁ ବାସିବା...

ଭୁଷୁଡ଼ିଲା ଗୋବିନ୍ଦପୁର ବଜାର ନିକଟ କେନାଲ ପୋଲ

କଣ୍ଟାପଡା, ୮।୧୧(ଡି.ଏନ୍‌.ଏ.): କଣ୍ଟାପଡା ବ୍ଲକ ଅନ୍ତର୍ଗତ ପୁରୀ ବ୍ରାଞ୍ଚ କେନାଲର ଗୋବିନ୍ଦପୁର ବଜାର ନିକଟରେ ଥିବା ପକ୍କାପୋଲ ଉପର ଦେଇ ଶୁକ୍ରବାର ଅପରାହ୍ନରେ ଏକ ବାଲିବୋଝେଇ...

ଗାଁ ଛାଡ଼ି ଯାଉନାହାନ୍ତି ହାତୀପଲ

ଔପଦା, ୨୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତର ଗଡ଼ସାହି ଗ୍ରାମରେ ହାତୀ ଉପଦ୍ରବ ଥମିବାରେ ନାଁ ଧରୁନି। ଗତ ୪/୫ଦିନ ହେବ କୁଲଡ଼ିହା...

ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣା: ଏସ୍‌ସିବିରେ ୨ ଚିକିତ୍ସାଧୀନଙ୍କ ଅବସ୍ଥା ସଙ୍କଟାପନ୍ନ

କଟକ ଅଫିସ, ୭।୧୦:ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଶରୀରର...

Advertisement
Archives

Model This Week