ଇଭିଏମ୍‌ରେ ସିଲ୍ ନେତାଙ୍କ ଭାଗ୍ୟ, ୪ ରେ ଫଳାଫଳ

ନୂଆଦିଲ୍ଲୀ,୧।୬: ଶେଷ ହୋଇଛି ସାତ ପର୍ଯ୍ୟାୟ ବ୍ୟାପି ସାଧାରଣ ନିର୍ବାଚନ ୨୦୨୪। ସପ୍ତମ ପର୍ଯ୍ୟାୟ ମତଦାନ ଶେଷ ହେବାପରେ ଭାରତର ନିର୍ବାଚନ ଆୟୋଗ ସମସ୍ତ ହିତାଧିକାରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଭୋଟର, ମତଦାନ କର୍ମଚାରୀ, ସୁରକ୍ଷା ବାହିନୀ, ଗଣମାଧ୍ୟମ ଏବଂ ରାଜନୈତିକ ଦଳମାନଙ୍କୁ ଆୟୋଗ ସମସ୍ତ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ...

ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ

କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...

ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…

ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri