Posted inଜାତୀୟ

ତଓ୍ବାଙ୍ଗ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କୁ କଂଗ୍ରେସର ୭ ପ୍ରଶ୍ନ: କେବେ କରିବେ ମନ୍‌ କି ବାତ୍‌…

ନୂଆଦିଲ୍ଲୀ,୧୭।୧୨ : ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗରେ ଚାଇନା ସୈନ୍ୟଙ୍କ ଅନୁପ୍ରବେଶ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଂଗ୍ରେସ ଘେରିବା ଆରମ୍ଭ କରିଛି। କଂଗ୍ରେସ ପ୍ରବକ୍ତା ଜୟରାମ ରମେଶ ଶନିବାର ମୋଦିଙ୍କୁ ୭ ପ୍ରଶ୍ନ କରିଛନ୍ତି। ଏହାର ଉତ୍ତର ମନ୍‌ କି ବାତ କାର୍ଯ୍ୟକ୍ରମରେ ଦେବାକୁ ସେ ଦାବି କରିଛନ୍ତି। ଏହାର ଉତ୍ତର ଦେବା ପ୍ରଧାନମନ୍ତ୍ରୀଙ୍କ ରାଜନୈତିକ କର୍ତ୍ତବ୍ୟ ତଥା ନୈତିକ ଦାୟିତ୍ୱ ବୋଲି ସେ କହିଛନ୍ତି।
ସେ ପଚାରିଛନ୍ତି ୨୦୨୦ ଜୁନ୍‌ ୨୦ରେ କାହିଁକି ଆପଣ କହିଲେ କୌଣସି ଅନୁପ୍ରବେଶ ହୋଇ ନାହିଁ। ଚାଇନା ଅନୁପ୍ରବେଶକୁ ଆପଣ ଜାଣିଶୁଣି କାହିଁକି ଅନୁମତି ଦେଲେ।

୧୭ ଜୁଲାଇ ୨୦୧୩ରେ କ୍ୟାବିନେଟ ସ୍ବୀକୃତି ପ୍ରାପ୍ତ ମାଉଣ୍ଟେନ ଷ୍ଟ୍ରାଇକ୍‌ କୋର ଯୋଜନାକୁ କାହିଁକି ଅଣଦେଖା କରାଗଲା। ଚାଇନା କମ୍ପାନୀଙ୍କୁ କାହିଁକି ପିଏମ୍‌ କେୟାର୍ସ ଫଣ୍ଡରେ ଯୋଗଦାନ କରିବାର ଅନୁମତି ପ୍ରଦାନ କରାଗଲା। ଗତ ୨ ବର୍ଷ ମଧ୍ୟରେ ଚାଇନାରୁ ଆମଦାନି କାହିଁକି ରେକର୍ଡସ୍ତରରେ ପହଞ୍ଚିଲା। ଭାରତ ଚାଇନା ସୀମା ବିବାଦ ପ୍ରସଙ୍ଗରେ ସଂସଦରେ କାହିଁକି ବିତର୍କ କରାଯାଉ ନାହିଁ।

ଦୁଇଦେଶ ମଧ୍ୟରେ କମାଣ୍ଡରସ୍ତରୀୟ ବୈଠକ ୧୮ ଥର ହେବା ସହିତ ଆପଣ କିଛି ଦିନ ତଳେ ଚାଇନା ରାଷ୍ଟ୍ରପତି ଶି ଜିନ ପିଙ୍ଗଙ୍କ ସହିତ କରମର୍ଦ୍ଦନ କରିଛନ୍ତି। ଏହା ପରେ ତଓ୍ବାଙ୍ଗରେ ଦୁଇ ପକ୍ଷ ସୈନ୍ୟଙ୍କ ମଧ୍ୟରେ ପୁଣି ମୁହାଁମୁହିଁ ସ୍ଥିତି ଉତ୍ପନ୍ନ ହୋଇଛି। ଏହି ପ୍ରସଙ୍ଗରେ ଦେଶବାସୀଙ୍କୁ ସତ୍ୟ ତଥ୍ୟ କାହିଁକି ପ୍ରଦାନ କରାଯାଉ ନାହିଁ ବୋଲି ରମେଶ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଦିଙ୍କ ସବୁଠୁ ମଜଭୁତ ଗଡ଼ରେ ଫାଟ! ଏହି ୧୭ ବିଧାୟକ ସ୍ଥିର କରିବେ ମମତାଙ୍କ ରାଜନୈତିକ ଭବିଷ୍ୟତ

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ରାଜନୀତି ପ୍ରାୟତଃ ବିଦ୍ରୋହ, ଗୋଷ୍ଠୀବାଦ ଏବଂ ନେତା ପରିବର୍ତ୍ତନର ମଧ୍ୟ ସାକ୍ଷୀ ହୋଇଛି। କିନ୍ତୁ ଏଥର, ଏହା କେବଳ ଅସନ୍ତୋଷର ବିଷୟ ନୁହେଁ। ତୃଣମୂଳ…

ସିନିୟର ସିଟିଜେନଙ୍କ ପାଇଁ ଖୁସି ଖବର; ଏତିକି ବୟସରେ ମିଳିବ ୧୦୦% ପେନଶନ!

ନୂଆଦିଲ୍‌ଲୀ,୪।୬: ଫିଟମେଣ୍ଟ ଫ୍ୟାକ୍ଟର ଏବଂ ମହଙ୍ଗା ଭତ୍ତା (DA) ବୃଦ୍ଧି ବ୍ୟତୀତ, ଏଥର ୮ମ ବେତନ କମିଶନ (8th Pay Commission) ଆଲୋଚନାରେ ଅବସରପ୍ରାପ୍ତ କେନ୍ଦ୍ରୀୟ କର୍ମଚାରୀଙ୍କ…

ଫେସବୁକରୁ ପ୍ରେମ…ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ଉପଜିଲାପାଳଙ୍କ ନାଁରେ ବଳାତ୍କାର ଅଭିଯୋଗ

ଭୋପାଳ,୪।୬: ମଧ୍ୟପ୍ରଦେଶର ମୋରେନାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଉପଜିଲାପାଳଙ୍କ ବିରୋଧରେ ବିବାହର ପ୍ରଲୋଭନ ଦେଖାଇ ଜଣେ ଯୁବତୀଙ୍କୁ ବଳାତ୍କାର କରିବାର ଗୁରୁତର…

ମମତାଙ୍କୁ ବଡ଼ ଝଟକା: ୨୮ ବର୍ଷର ଇତିହାସରେ ଯାହା ଘଟିନଥିଲା ତାହା ଘଟିଲା…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ, ତୃଣମୂଳ କଂଗ୍ରେସ (TMC) ଏବଂ ମମତା ବାନାର୍ଜୀ ପାଇଁ ଏକ ବଡ଼ ରାଜନୈତିକ ସଙ୍କଟ ଦେଖାଦେଇଛି। ୨୮ ବର୍ଷର ଇତିହାସରେ…

ଚମକାଇଲା ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି, କୋର୍ଟରେ ଏବେ ଏଆଇରେ ହେବ ସବୁ କାମ

ନୂଆଦିଲ୍ଲୀ,୪।୬: ସୁପ୍ରିମକୋର୍ଟଙ୍କ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (AI) କମିଟି ‘ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ୟୁସେଜ ଇନ କୋର୍ଟସ ୨୦୨୬’ (Artificial Intelligence Usage in Courts 2026) ର ଏକ…

ଖୋଲିଲା କେନ୍ଦ୍ରର ପାଣ୍ଠି: ଓଡ଼ିଶା ସମେତ ୫ ରାଜ୍ୟ ପାଇଁ ବଡ଼ ଘୋଷଣା କଲେ ମୋଦି ସରକାର

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ପୁରୁଣା…

ଜଣାପଡିଲା କିଏ ଫସାଇଲା ମମତାଙ୍କୁ? ପଶ୍ଚିମବଙ୍ଗ ରାଜନୀତିରେ ଚହଳ!

କୋଲକାତା,୪।୬: ରୀତାବ୍ରତ ବାନାର୍ଜୀଙ୍କ ନେତୃତ୍ୱରେ ବିଧାୟକମାନଙ୍କର ଏକ ଗୋଷ୍ଠୀ ଦ୍ୱାରା ବଡ଼ ବିଦ୍ରୋହର ଖବର ପରେ ଟିଏମସି (TMC) ମଧ୍ୟରେ ରାଜନୈତିକ ହଲଚଲ ତେଜିବାରେ ଲାଗିଛି। ପଶ୍ଚିମବଙ୍ଗ…

ଶେଷ ହେଲା ଅପେକ୍ଷା! କେରଳମ୍ ଛୁଇଁଲା ମୌସୁମୀ, ଏହି ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ଆଲର୍ଟ

ନୂଆଦିଲ୍ଲୀ,୪।୬: କେରଳମ୍ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’୨୬ ମୌସୁମୀ କେରଳମ୍ ଛୁଇଁବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri