ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବରପାଇ ଆଟାପଡ଼ା ଗାଁ ନିକଟସ୍ଥ ଜଙ୍ଗଲ ମଧ୍ୟରେ ଗଞ୍ଜେଇ ଚୋରା ଚାଲାଣ ପାଇଁ ବିପୁଳ ମାତ୍ରାରେ ଗଞ୍ଜେଇ ଗଚ୍ଛିତ ରଖିଥିବା ନେଇ ସୂଚନା ପାଇଥିଲା।

ଏହାପରେ ପୋଲିସ ଅତର୍କିତ ଭାବେ ଚଢ଼ାଉ କରିଥିଲା । ଚଢ଼ାଉରେ ୨୮ ଗୋଟି ଗଞ୍ଜେଇ ବସ୍ତା ଜବତ ହୋଇଛି । ଉକ୍ତ ଗଞ୍ଜେଇକୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଓଜନ କରାଯାଇଥିଲା ଯାହାର ପରିମାଣ ୭୦୨ କିଲୋରୁ ଉର୍ଦ୍ଧ୍ବ ହୋଇଥିଲା । ଜବତ୍ ଗଞ୍ଜେଇର ଆନୁମାନିକ ବଜାର ଦର ୭୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅଡବା ଥାନା ଅଧିକାରୀ ସୂଚନା ଦେଇଛନ୍ତି । ଅନ୍ୟପଟେ ଏହି ଗଞ୍ଜେଇ ଚୋରା ଚାଲାଣରେ କିଏ କିଏ ସାମିଲ ଅଛନ୍ତି ଓ କେଉଁଠିକି ନେବା ପାଇଁ ଗଚ୍ଛିତ ରଖାଯାଇଥିଲା ସେନେଇ ତଦନ୍ତ ଜାରି ରଖିଛି ପୋଲିସ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri