୭ଦିନ ପାଇଁ ସିଲ୍‌ ହେଲା ୭ଦୋକାନ

ପଦ୍ମପୁର,୨୦।୫(ଡି.ଏନ୍‌.ଏ): କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୩ଟି ଗାଁର ୭ଟି ଦୋକାନକୁ ସିଲ୍‌ କରାଯାଇଛି। ବେତଡା ବଜାରର ନଛିପୁରରେ ଥିବା ଦେଶୀ ମଦ ଦୋକାନ ଓ ବିଦେଶୀ ମଦ ଦୋକାନ, ୨ଟି ଲୁଗା ଦୋକାନ, ଗୋପାଳପୁରର ତେଜରାତି ଦୋକାନ ଏବଂ ବିଦେଇପୁରର ୨ଟି ପାନ ଦୋକାନକୁ ୭ଦିନ ପାଇଁ ସିଲ୍‌ କରିଛନ୍ତି ସ୍ଥାନୀୟ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ। ଲକ୍‌ଡାଉନରେ ଦୋକାନ ଖୋଲାଯାଇଥିବା ଅଭିଯୋଗରେ ଏହି ୭ଟି ଦୋକାନକୁ ୭ଦିନ ପାଇଁ ସିଲ୍‌ କରିଦିଆଯାଇଛି। ଏହି ଚଢ଼ାଉ ସମୟରେ ତହସିଲଦାରଙ୍କ ସମେତ ବେତଡା ରାଜସ୍ବ ନିରୀକ୍ଷକ ଓ ବାସୁଦେବପୁର ପୋଲିସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ

କଟକ ଅଫିସ,୫।୩: କରୋନାକୁ ନେଇ ରାଚିଆଡେ ଭୟର ମାହୋଲ। ଏଭଳି ସ୍ଥଳେ କଟକ ଏସ୍‌ସିବି ମେଡିକାଲର କରୋନା ୱାର୍ଡରୁ ଜଣେ ସନ୍ଦିଗ୍ଧ ଗୁରୁବାର ରାତିରୁ ଚମ୍ପଟ...

ବଢୁଛି ଚିନ୍ତା: ବ୍ରିଟେନରେ କୁକୁରକୁ କରୋନା!

ଲଣ୍ଡନ,୧୧ ।୧୧: ବ୍ରିଟେନରେ ଏକ କୁକୁରକୁ କରୋନା ହୋଇଥିବା କଥା ଜଣାପଡିଛି । ଯାହା ପୁଣି କରୋନାକୁ ନେଇ ଚିନ୍ତା ବଢାଇ ଦେଇଛି । ୟୁକେର...

୫୫ କେଜି ଗଞ୍ଜେଇ, ୭.୫୧ ଲକ୍ଷ ଟଙ୍କା ଜବତ

ଧର୍ମଶାଳା,୬ା୧(ଡି.ଏନ.ଏ.): ଧର୍ମଶାଳା ପୋଲିସ ମଙ୍ଗଳବାର ରାତିରେ କୁମାରୀ ଗ୍ରାମରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଘରୁ ୫୫ କେଜି ୪୫୦ ଗ୍ରାମ ଗଞ୍ଜେଇ ଓ ୭...

ଘାଟିରେ ଓଲଟିଲା ଟ୍ରାକ୍ଟର: ୧୮ ଶ୍ରମିକ…

ରାୟଗଡ଼ା ଅଫିସ,୧୩।୧୧: ରାୟଗଡ଼ା ଜିଲା ଗୁଣୁପୁର ବ୍ଲକ ଟଲଣା ଘାଟିରେ ଅଘଟଣ ଘଟିଛି। ଭାରସାମ୍ୟ ହରାଇ ଟ୍ରାକ୍ଟର ଓଲଟି ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ...

ଦୁର୍ଘଟଣାରେ ଜଣେ ମୃତ, ୨ ଆହତ

ବାହାନଗା, ୨୯ା୧୧(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ବେଗୁନିଆ ନିକଟରେ ଏକ ମୋଟରସାଇକେଲ ଦୁର୍ଘଟଣା...

ହାତୀ ଉପଦ୍ରବ, ଧାନ ଫସଲ ନଷ୍ଟ

ବୁଗୁଡା,୧୪ା୧୧(ଡି.ଏନ୍‌.ଏ)-ବୁଗୁଡା ବ୍ଲକ କରସିଙ୍ଗି ଗ୍ରାମରେ ଦୁଇଦିନ ହେଲା ହାତୀ ଉପଦ୍ରବ ଯୋଗୁ ପ୍ରାୟ ୫୦ ଭରଣ ଧାନ ଫସଲ ନଷ୍ଟ ହୋଇଛି। ଏହି ହାତୀପଲ ନୟାଗଡ଼...

ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୪୯୭

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଶନିବାର ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ୪୯୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

ଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନ

କୋକସରା, ୩୧।୩,(ଡି.ଏନ.ଏ.): କଳାହାଣ୍ଡି ଓ ନବରଙ୍ଗପୁର ଜଲା ସୀମାନ୍ତ ଆମପାଣି ଘାଟି ବିରିମୁହାଣ ଛକ ସମେତ ଆନ୍ଦିଝରନ, ଝୁଲେନବର, କୁଟ୍ରୁଠାରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଫୋଷ୍ଟର ଲାଗିଛି।...

Advertisement


Archives

Model This Week