Posted inଫୁରସତ

ମୂର୍ତ୍ତି ବିକ୍ରେତାଙ୍କ ୭ ସ୍ତ୍ରୀ, ୯ ପିଲା

ବ୍ୟାଙ୍କକ୍‌: ପେସାରେ ଜଣେ ମୂର୍ତ୍ତି ବିକ୍ରେତା ହୋଇଥିବାବେଳେ ତାଙ୍କର ୭ ସ୍ତ୍ରୀ ଥିବା ନେଇ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ୩୪ ବର୍ଷୀୟ ଯୁବକ ନଟ୍ଟାପୋଙ୍ଗ ଛବେଲେମ୍‌ ତାଙ୍କ ସ୍ତ୍ରୀମାନଙ୍କ ସହ ୯ ପିଲାଙ୍କୁ ନେଇ ଥାଇଲାଣ୍ଡର ନାଖୋମ୍‌ ପ୍ରଥମ ପ୍ରାନ୍ତରେ ରହୁଛନ୍ତି। ସେ କହିଛନ୍ତି, ସେ ତାଙ୍କର ସମସ୍ତ ସ୍ତ୍ରୀଙ୍କୁ ବିଭିନ୍ନ ଉପାୟରେ ପାଇଛନ୍ତି। କିନ୍ତୁ ସେ ସମସ୍ତଙ୍କୁ ସତ କହିଛନ୍ତି। ସେଥିପାଇଁ ତାଙ୍କୁ ୭ ସ୍ତ୍ରୀ ବହୁତ ଭଲ ପାଉଥିବା କହିଛନ୍ତି। ସେମାନଙ୍କ ମଧ୍ୟରେ ବ୍ୟବହାର ବହୁତ ଭଲ। କେହି କାହା ସହ ଝଗଡ଼ା କରନ୍ତିନାହିଁ। ଏକାଠି ଚଳନ୍ତି। ମୋତେ ସେମାନଙ୍କୁ ନେଇ କୌଣସି ସମସ୍ୟା ହୁଏନାହିଁ। ସ୍ତ୍ରୀମାନେ କହିଛନ୍ତି, ବର୍ତ୍ତମାନ ସମୟରେ ଜଣେ ସ୍ତ୍ରୀ ଥିଲେ ମଧ୍ୟ ତାକୁ ଆୟତ୍ତ କରିବା ସହଜ ହୋଇ ନ ଥାଏ। ତେବେ ଏକାଥରେ ଏତେଜଣଙ୍କୁ ବିବାହ କରି ରଖିପାରିବା କଷ୍ଟ ହୋଇଥାଏ। କିନ୍ତୁ ନଟ୍ଟାପୋଙ୍ଗଙ୍କ ପାଖରେ ଏହା ସମ୍ଭବ ବୋଲି ତାଙ୍କ ସ୍ତ୍ରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri