ଖାଦ୍ୟ ସହାୟତା ଏନ୍‌ଜିଓର ୭ କର୍ମଚାରୀ ନିହତ

ଗାଜା, ୩।୪: ଗାଜାରେ ମଙ୍ଗଳବାର ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଛି। ଏଥିରେ ଓ୍ବାର୍ଲଡ୍‌ ସେଣ୍ଟ୍ରାଲ କିଚେନ୍‌ (ଡବ୍ଲ୍ୟୁସିକେ) ଏନଜିଓର ୭ ଜଣ କର୍ମଚାରୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଅଷ୍ଟ୍ରେଲିଆ, ବ୍ରିଟେନ ଓ ପୋଲାଣ୍ଡର ନାଗରିକ ରହିଥିବା ଏଜେନ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହ ସେଲିବ୍ରିଟି ସେଫ୍‌ ଜୋସ୍‌ ଆଣ୍ଡ୍ରେସଙ୍କର ମୃତ୍ୟୁ ଘଟିଛି। ଦ୍ୱୈତ ନାଗରିକତା ରଖିଥିବା ଫିଲିଷ୍ଟାଇନ, ଯୁକ୍ତରାଷ୍ଟ୍ର ଆମେରିକା ଓ କାନାଡାର କର୍ମଚାରୀ ମଧ୍ୟ ଆକ୍ରମଣରେ ନିହତ ହୋଇଛନ୍ତି। ଇସ୍ରାଏଲ ପ୍ରତିରକ୍ଷା ବାହିନୀ ସହ ସମନ୍ବିତ କାର୍ଯ୍ୟକଳାପ ସତ୍ତ୍ୱେ ମଧ୍ୟ ଏପରି ଆକ୍ରମଣ ହୋଇଥିବା ଡବ୍ଲ୍ୟୁସିକେ ପକ୍ଷରୁ କୁହାଯାଇଛି। ସମୁଦ୍ର ମାଧ୍ୟମରେ ଆସିଥିବା ୧୦୦ ଟନ୍‌ ମାନବୀୟ ଖାଦ୍ୟ ସହାୟତା ସାମଗ୍ରୀକୁ ସୁରକ୍ଷିତ ଭାବେ ଗାଜାରେ ପହଞ୍ଚାଇବା ପରେ ଡବ୍ଲ୍ୟୁସିକେର କର୍ମଚାରୀମାନେ ଡେର୍‌ ଅଲ୍‌ ବଲାହ ଗୋଦାମକୁ ଯାଉଥିବାବେଳେ ଏହି ଆକ୍ରମଣ ଘଟଛି। ଇସ୍ରାଏଲ ପକ୍ଷରୁ ହୋଇଥିବା ଏହି ଏୟାର ଷ୍ଟ୍ରାଇକକୁ ମାନବିକତା ଉପରେ ଆକ୍ରମଣ ଭାବେ ଦର୍ଶାଇଛନ୍ତି ଡବ୍ଲ୍ୟୁସିକେର ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ଏରିନ୍‌ ଗୋର।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri