Posted inଜାତୀୟ

ରାଷ୍ଟ୍ରୀୟ କବି ମୈଥିଲିଶରଣଙ୍କ ନାତୁଣି ହେଲେ ସବୁଠାରୁ କମ୍ ବୟସର ଲେଖିକା

ନୂଆଦିଲ୍ଲୀ,୧୪ ।୧୧: ରାଷ୍ଟ୍ରକବି ମୈଥିଲିଶରଣ ଗୁପ୍ତାଙ୍କ ୭ ବର୍ଷର ନାତୁଣି ଅଭିଜିତା ଗୁପ୍ତା ଏବେ ସବୁଠାରୁ କମ୍ ବୟସର ଲେଖିକା ପାଲଟି ଯାଇଛନ୍ତି । ମାତ୍ର ୭ ବର୍ଷ ବୟସରେ ଅଭିଜିତା ପୁସ୍ତକ ରଚନା କରି ରେକର୍ଡ କରିଛନ୍ତି । ତାଙ୍କ ପୁସ୍ତକର ନାମ ରହିଛି ‘ହାପିନେସ୍ ଅଲ୍ ଆରାଉଣ୍ଡ’ । ଏବେସୁଦ୍ଧା ଅଭିଜିତାଙ୍କ ନାମ ଏସିଆ ବୁକ୍ ଅଫ୍ ରେକର୍ଡସ୍ ଓ ଇଣ୍ଟର ନ୍ୟାଶନାଲ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇ ସାରିଛି । ମାତ୍ର ୩ ମାସ ମଧ୍ୟରେ ସେ ଏହି ପୁସ୍ତକ ଲେଖିଥିବା ବେଳେ ତାଙ୍କର ଉନ୍ନତ କଳ୍ପନା ଏଥିରେ ସ୍ପଷ୍ଟ ବାରି ହୋଇପଡିଛି । ଅଭିଜିତାଙ୍କ ପିତା ଜଣେ ଚାଟାର୍ଡ ଆକାଉଣ୍ଟାଣ୍ଟ ହୋଇଥିବା ବେଳେ ମାତା ଜଣେ ଇଞ୍ଜିନିୟର । ମାତ୍ର ୫ ବର୍ଷ ବୟସରୁ ସେ ଲେଖାଲେଖି ଆରମ୍ଭ କରିଥିବା ବେଳେ ଏବେ ସେ ଦ୍ୱିତୀୟ ଶ୍ରେଶୀରେ ଅଧ୍ୟୟନ କରୁଛନ୍ତି । ବର୍ତ୍ତମାନ ସେ ଗାଜିଆବାଦରେ ରହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଜାଣନ୍ତୁ କେଉଁ ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆଦିଲ୍ଲୀ,୬ା୮: ଦେଶରେ କମ୍ପ୍ରେସଡ୍‌ ବାୟୋଗ୍ୟାସ୍‌ (ସିବିଜି) ଉତ୍ପାଦନକୁ ତ୍ୱରାନ୍ବିତ କରିବା ଏବଂ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଗୁରୁବାର…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌,…

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri