Posted inଫୁରସତ

କରୋନା ଭୟ ଦେଖାଇ ୭ ବର୍ଷୀୟା ବାଳିକାଙ୍କୁ ବଳାତ୍କାର

ବିଳାସପୁର: ଛତିଶଗଡ଼ର ଗୋରେଲା-ପେଣ୍ଡ୍ରା-ମାରଓ୍ବାହି ଜିଲାରେ କରୋନା ଭୟ ଦେଖାଇ ଜଣେ ୭ ବର୍ଷର ବାଳିକାକୁ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ୨ ନାବାଳକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।
ନାବାଳିକାଙ୍କ ଅଭିଯୋଗ ଅନୁଯାୟୀ, ଜୁଲାଇ ପ୍ରଥମ ସପ୍ତାହରେ ସେ କାଠ ସଂଗ୍ରହ କରିବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ୨ ନାବାଳକ ତାଙ୍କୁ ରାସ୍ତାରେ ଅଟକାଇଥିଲେ। ସେ କରୋନା ଆକ୍ରାନ୍ତ ହୋଇଥିବାରୁ ଚିକିତ୍ସାର ଆବଶ୍ୟକତା ରହିଛି ବୋଲି ସେମାନେ କହିଥିଲେ। ପରେ ନାବାଳିକାଙ୍କୁ ନିକଟସ୍ଥ ଜଣଙ୍କ ଘରକୁ ନେଇ ସେଠାରେ ବଳାତ୍କାର କରିଥିଲେ। ପୀଡିତାଙ୍କ ମା’ଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା। ଏ ନେଇ ଜିଲା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ରାହୁଲ ଗାନ୍ଧୀଙ୍କୁ ପଠାଇଲେ କେଶ, ଜାଣନ୍ତୁ କାହିଁକି

ଭୋପାଳ, ୨୦।୨: ମଧ୍ୟ ପ୍ରଦେଶର ଭୋପାଳରେ ଜଣେ ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ତାଙ୍କ କେଶ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଖକୁ ପଠାଇଛନ୍ତି। ଦୀର୍ଘ...

ପାରା-କୁକୁର ଛୁଆ ବନ୍ଧୁତ୍ୱ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନ୍ୟୁୟର୍କ,୧୯।୨: ଗୋଟିଏ ପ୍ରଜାତିର ପ୍ରାଣୀଙ୍କ ମଧ୍ୟରେ ବନ୍ଧୁତା ସୃଷ୍ଟି ହେବା ସାଧାରଣ କଥା। ତେବେ ଭିନ୍ନ ଭିନ୍ନ ପ୍ରାଣୀଙ୍କ ମଧ୍ୟରେ ବନ୍ଧୁତ୍ୱ ଦେଖାଯିବା ଏକ ନିଆରା...

ଏମିତି ଦେଶ, ଯେଉଁଠି ମହିଳା ଏବଂ ପୁରୁଷ ପିନ୍ଧିଥାନ୍ତି ଏକାପ୍ରକାର ପୋଷାକ

ବିଶ୍ୱରେ ଅନେକ ଦେଶ ରହିଛି। ପ୍ରତ୍ୟେକ ଦେଶ ନିଜର ସ୍ବତନ୍ତ୍ର ପରିଚୟ ପାଇଁ ଜଣାଶୁଣା। ଅନେକ ଦେଶ ସେମାନଙ୍କ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ସମଗ୍ର ବିଶ୍ୱରେ...

ମାଟି ପାଇଁ ପଦେ

ମାଟି, ଯେଉଁଠୁ ଜୀବନ ଜିଇଁବାର ଅଧ୍ୟାୟ ଆରମ୍ଭ, ଯାହା ଉପରେ ମଣିଷ ନିଜ ମୌଳିକ ଆବଶ୍ୟକତାକୁ ପୂରଣ ପାଇଁ ନିରନ୍ତର ଜାରି ରଖେ ସଂଘର୍ଷ। ଆରମ୍ଭରୁ...

ରହସ୍ୟମୟ ପର୍ଯ୍ୟଟନ ସ୍ଥଳୀ

ଏମିତି କିଛି ପର୍ଯ୍ୟଟନସ୍ଥଳ ରହିଛି, ଯାହା କେବଳ ତା’ର ସୌନ୍ଦର୍ଯ୍ୟ ପାଇଁ ନୁହେଁ । ତା’ର ରହସ୍ୟ ପାଇଁ ବି ପର୍ଯ୍ୟଟକଙ୍କୁ ନିଜ ଆଡକୁ ସବୁବେଳେ...

ମା’ ସରସ୍ବତୀଙ୍କୁ ଏମିତି ପୂଜାକଲେ ମିଳିବ କୃପା

ସରସ୍ବତୀ ପୂଜା ୧୬ ଫେବୃୟାରୀରେ ପଡ଼ୁଛି। ଏହି ପୂଜାକୁ ବସନ୍ତ ପଞ୍ଚାମୀ ମଧ୍ୟ କୁହାଯାଏ। ଏହି ଦିନ ସିଦ୍ଧିଧାତ୍ରୀ ମା’ ବୀଣାପାଣିଙ୍କୁ ପୂଜା କରାଯାଏ। ଜାଣନ୍ତୁ...

ଏମିତି ଦେଶ : ଯେଉଁଠି ନାହିଁ ଏଟିଏମ୍‌, ସିମ୍‌କାର୍ଡ ପାଇଁ ବି ନେବାକୁ ପଡ଼େ ସରକାରଙ୍କ ଅନୁମତି

ଆଜିକାଲି ଗ୍ରାମାଞ୍ଚଳରେ ସମସ୍ତ ସୁବିଧା ଉପଲବ୍ଧ ହେଉଥିବାବେଳେ ଆଫ୍ରିକାର ଇରିଟ୍ରିଆ କିନ୍ତୁ ଆଧୁନିକତାଠାରୁ ବହୁ ଦୂରରେ। ହାତପାହାନ୍ତାରେ ଲୋକେ ସବୁ ସୁବିଧା ପାଉଥିବାବେଳେ ଇରିଟିଆରେ ଏଟିଏମ୍‌...

କୁକୁରକୁ ଖୋଜି ଆଣିଲେ ମିଳିବ ୧୦ ହଜାର ଟଙ୍କା !

କୋଲକାତା,୬।୭: କୋଲକାତାରେ ଲଷ୍ଟ ଆଣ୍ଡ ଫାଉଣ୍ଡର ଏକ ଅଦ୍ଭୁତ ପୋଷ୍ଟର ଦେଖିବାକୁ ମିଳିଛି। ନନ୍ଦିନି କୌଶିକ ଏକ କୁକରକୁ ଖୋଜି ଆଣିଲେ ୧୦ ହଜାର ଟଙ୍କା...

Advertisement
Archives

Model This Week