ନନ୍ଦନକାନନରେ ୭ ହଳଦିଆ ଆନାକୋଣ୍ଡା ଜନ୍ମ

ବାରଙ୍ଗ,୩୦ା୬(ଲିଙ୍ଗରାଜ ରାଉତ):ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସରୀସୃପ ସାରଣୀରେ ରବିବାର ହଳଦିଆ ଆନାକୋଣ୍ଡା ୭ଟି ଛୁଆ ଜନ୍ମ ଦେଇଛି। ୨୦୧୯ ଅକ୍ଟୋବର ୨୨ରେ ଚେନ୍ନାଇର ମାଡ୍ରାସ କୁମ୍ଭୀର ବ୍ୟାଙ୍କ ଟ୍ରଷ୍ଟରୁ ହଳଦିଆ ଆନାକୋଣ୍ଡାଙ୍କୁ ଅଣାଯାଇଥିଲା। ୨୦୨୨ ଜୁଲାଇରେ ଏମାନଙ୍କର ଶେଷ ପ୍ରଜନନ ରହିଥିଲା। ୨୦୨୨ ଜୁଲାଇ ୬ରେ ଗୋଟିଏ ଛୁଆ ଏବଂ ଜୁଲାଇ ୮ରେ ଆଉ ୮ଟି ଛୁଆ ଜନ୍ମ ହୋଇଥିଲେ। ଏହି ନୂଆ ଛୁଆଙ୍କୁ ମିଶାଇ ଚିଡ଼ିଆଖାନାରେ ହଳଦିଆ ଆନାକୋଣ୍ଡା ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୨ଟି ବୟସ୍କ ପୁରୁଷ, ୨ଟି ବୟସ୍କ ମାଈ ଏବଂ ୧୦ଟି ଛୋଟ ହଳଦିଆ ଆନାକୋଣ୍ଡା ଅଛନ୍ତି। ଶୀଘ୍ର ଆଉ ଗୋଟିଏ ମାଈ ଆନାକୋଣ୍ଡା ପ୍ରସବ କରିବାର ଆଶା କରାଯାଉଛି। ସରୀସୃପଙ୍କ ସୁରକ୍ଷା ଏବଂ ଯତ୍ନ ପାଇଁ ଚିଡ଼ିଆଖାନା ପକ୍ଷରୁ କରାଯାଉଥିବା ପ୍ରୟାସର ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ନନ୍ଦନକାନନ ଉପ-ନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

ସ୍ୱାମୀ-ସ୍ତ୍ରୀ କଳହର କରୁଣ ପରିଣତି: ଭଉଣୀ ବାହାଘର ପୂର୍ବରୁ ପଡ଼ୋଶୀ ଯୁବକଙ୍କୁ ନିର୍ମମ ହତ୍ୟା, କାନ୍ଦବୋବାଳିରେ…

ସୁନ୍ଦରଗଡ଼, ୨୭।୬( ଜୟ ନାରାୟଣ ମେଣ୍ଡୁଳି): ଭଉଣୀର ବିବାହକୁ ମାତ୍ର କିଛି ଦିନ ବାକି ଥିବାବେଳେ ଚାଲିଗଲା ଭାଇର ଜୀବନ। ସୁନ୍ଦରଗଡ଼ ଜିଲା ତଲସରା ଥାନା ଅନ୍ତର୍ଗତ…

ଓଡ଼ିଶା ପୋଲିସକୁ ମିଳିବ ‘ପ୍ରେସିଡେଣ୍ଟସ୍୩ କଲର:  ଜୁଲାଇ ୫ରେ ଗୃହମନ୍ତ୍ରୀ ଅମିତ ଶାହ ପ୍ରଦାନ କରିବେ ସମ୍ମାନ

ଭୁବନେଶ୍ୱର, ୨୭।୬: ଓଡ଼ିଶା ପୋଲିସ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ଆସିବାକୁ ଯାଉଛି। ଦେଶର ଅନ୍ୟତମ ସର୍ବୋଚ୍ଚ ପୋଲିସ ସମ୍ମାନ ‘ପ୍ରେସିଡେଣ୍ଟସ୍ କଲର’ (President’s Colour) ରେ…

ଗଞ୍ଜେଇ ଚାଲାଣ କରୁଥିଲେ, ପୋଲିସକୁ ଦେଖି ଡିଭାଇଡରରେ ପିଟିହେଲା କାର୍; ଜବତ ହେଲା ୨୫ ଲକ୍ଷର…

ଝାରସୁଗୁଡ଼ା, ୨୭।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବିଜୁ ଏକ୍ସପ୍ରେସ୍‌ ୱେର ଖେରୁଆଲ୍ ଛକ ନିକଟରୁ ବିପୁଳ…

ଶିଶୁ ଜନ୍ମ ହେଲେ ମୁଖ୍ୟମନ୍ତ୍ରୀ ଦେବେ ୧ ଗ୍ରାମର ସୁନା ମୁଦି, ରାଜ୍ୟ ସରକାରଙ୍କ ଖାସ୍ ସ୍କିମ୍…

ଚେନ୍ନାଇ,୨୭ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ନିଜର ଏକ ପ୍ରମୁଖ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ମାତୃତ୍ୱ କେନ୍ଦ୍ର ଓ…

ଏକାଠି ହେଲେ ଗଞ୍ଜାମ ଜିଲା ଠିକାଦାର ସଂଘ: ଆଗକୁ…

ଦିଗପହଣ୍ଡି,୨୭|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟ ମା ‘ ରତ୍ନେଶ୍ୱରୀ ଶକ୍ତିପୀଠ ପରିସରରେ  ଶୁକ୍ରବାର ନିଖିଳ ଓଡିଶା ଠିକାଦାର ମହାସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri