ଲକ୍‌ଡାଉନ୍‌ ଫାଇଦା ଉଠାଉଛନ୍ତି ବେପାରୀ: ନିତ୍ୟ ଆବଶ୍ୟକ ଜିନିଷ ଚଢ଼ା ଦରରେ ବିକ୍ରି

ଗଞ୍ଜାମ,୭।୫(ଡି.ଏନ୍‌.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ ୫ ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକଡାଉନ୍‌ ଘୋଷଣା କରିଛନ୍ତି ସରକାରl ଏହି ଲକ୍‌ଡାଉନ୍‌ ର ଫାଇଦା ନେଇ କିଛି ଅସାଧୁ ବେପାରୀ ନିତ୍ୟ ଆବଶ୍ୟକ ଜିନିଷକୁ ଚଢ଼ା ଦରରେ ବିକ୍ରି କରୁଛନ୍ତି l ବିଶେଷ କରି ଆଳୁ ପିଆଜ ଦର କିଲୋପିଛା ଡବଲ ଦରରେ ବିକ୍ରି ହେଉଥିଲା। ପ୍ରଶାସନ ଜାଣିବା ପରେ ଛତ୍ରପୁରରେ ଆଳୁ ପିଆଜ ସୁଲଭ ଦରରେ ବିକ୍ରି ହେଉଛି। ମାତ୍ର ଗଞ୍ଜାମ ସହର କେବେ ସୁଲଭ ଦରରେ ଆଳୁ ପିଆଜ ବିକ୍ରି ହେବ ? ଏ ନେଇ ସ୍ଥାନୀୟ ପ୍ରଶାସନ କିପରି ପଦକ୍ଷେପ ଗ୍ରହଣ କରିବେ ତାହାର ଅପେକ୍ଷାରେ ଲୋକେ ଅଉଛନ୍ତି। ତେବେ ସ୍ଥାନୀୟ ପ୍ରଶାସନ ଖାଲି ଦୋକାନ ବଜାର ବନ୍ଦ କିମ୍ବା ବାଇକ ଆରୋହୀଙ୍କ ଠାରୁ ଫାଇନ ଆଦାୟ କରିବାରେ ବ୍ୟସ୍ତ ରହୁଥିବା ବେଳେ ଲୋକଙ୍କ କଥା ବୁଝୁ ନ ଥିବା ସ୍ଥାନୀୟ ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜ୍ଞାତବାସରେ ୧୫ସମିତି ସଦସ୍ୟ, ଭାଇରାଲ ହେଲା ଫଟୋ

ଦାରିଙ୍ଗବାଡି,୩।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତିର ଅଧ୍ୟକ୍ଷ ପଦ ହାତେଇବାକୁ ପ୍ରୟାସ ଜୋରଦାର ଆରମ୍ଭ ହୋଇଛି । ବିଜେଡି ପକ୍ଷରୁ ଶ୍ରାନିକେତା ସମିତିସଭ୍ୟ ତଥା...

ଫେରିଲା ମହାପ୍ରଭୁଙ୍କ ଟଙ୍କା: ସୁଧ ସହ ୩୯୭.୨୩ କୋଟି ଦେଲା ୟେସ୍‌ ବ୍ୟାଙ୍କ

ପୁରୀ ଅଫିସ,୧୯।୩: ଫେରିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା। ଘରୋଇ ୟେସ୍‌ ବ୍ୟାଙ୍କରୁ ଇ-ଟ୍ରାନ୍ସଫର ମାଧ୍ୟମରେ ଗୁରୁବାର ୩୯୭ କୋଟି ୨୩ ଲକ୍ଷ ୨୭ ହଜାର ୬୩୬...

ଭଙ୍ଗା କୁଡ଼ିଆରେ ସରୀସୃପଙ୍କ ସହ ବିତୁଛି ରାତି

ଟିକିରି,୨୩।୩(ଡି.ଏନ୍‌.ଏ.) – ଗରିବ ଓ ବାସହୀନଙ୍କ ପାଇଁ ସରକାର ଆବାସ ଯୋଜନାରେ ବାସଗୃହ ଯୋଗାଉଛନ୍ତି। ହେଲେ ତଳସ୍ତରରେ ଏହା ଠିକ୍‌ରେ କାର୍ଯ୍ୟକାରୀ ହେଉ ନ ଥିବାରୁ...

ମାଛଚାଷ କରିବ ସ୍ବାବଲମ୍ବୀ

ଢେଙ୍କାନାଳ ଅଫିସ, ୨୩।୧୨: ଢେଙ୍କାନାଳ ଜିଲାରେ ମାଛଚାଷ ପ୍ରତି ଚାଷୀଙ୍କ ଆଗ୍ରହ ବଢ଼ିବାରେ ଲାଗିଛି। ଯୁବଚାଷୀମାନେ ନିଜସ୍ବ ଉଦ୍ୟମରେ ମାଛ ଫାର୍ମିଂ କରି ପର୍ଯ୍ୟାପ୍ତ ରୋଜଗାର କରୁଛନ୍ତି।...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର...

କରୋନା ପାଇଁ ଆଶ୍ୱସ୍ତ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସନ୍ତି। ବିଶ୍ୱନିୟନ୍ତାଙ୍କ...

ଆରମ୍ଭ ହେଲା ଦାମୋଦର ମେଳା

ବାରିପଦା ଅଫିସ,୧୭।୧- ମୟୂରଭଞ୍ଜ ଜିଲାରେ ମକର ହେଉଛି ଗଣପର୍ବ। ଏହି ପର୍ବ ସମୟରେ ଜିଲାର ବାରୁଣୀ ଘାଟରେ ଆରମ୍ଭ ହୋଇଥାଏ ଦାମୋଦର ମେଳା। ବାରିପଦା ସହର...

ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା...

Advertisement
Archives

Model This Week