Categories: ଖେଳ

ହକି ବିଶ୍ୱକପ୍‌ର ଦ୍ୱିତୀୟ ମ୍ୟାଚ୍‌: ୮-୦ ଗୋଲରେ ଅଷ୍ଟ୍ରେଲିଆର ଦମ୍‌ଦାର ବିଜୟୀ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଶୁକ୍ରବାର ପୁରୁଷ ହକି ବିଶ୍ୱକପ୍‌ର ଦ୍ୱିତୀୟ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି। ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୮-୦ ଗୋଲରେ ଫ୍ରାନ୍ସକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ଫ୍ରାନ୍ସ ଖେଳାଳୀଙ୍କ ଉପରେ ଚାପ ସୃଷ୍ଟି କରିବାରେ ସଫଳ ହୋଇଥିଲା।

Share