ବୁଗୁଡ଼ା,୨୮ା୭(ଡି.ଏନ୍.ଏ.): କିଛିଦିନ ତଳେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନରେ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀ ପୁଣି ପରୀକ୍ଷା ଦେବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ମର୍ମରେ ଚଳିତ ମାସ ୧ ତାରିଖରୁ ୧୫ ତାରିଖ ଯାଏ ପଞ୍ଜୀକରଣ ନିମନ୍ତେ ସମୟ ଧାର୍ଯ୍ୟ ହୋଇଥିଲା। ତେବେ ଆସନ୍ତା ଜୁଲାଇ ୩୦ ତାରିଖରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଦଶମ ଶ୍ରେଣୀ ପରୀକ୍ଷା ପାଇଁ ବୁଗୁଡ଼ା ବ୍ଲକର ଏକମାତ୍ର କେନ୍ଦ୍ର ଭାବେ ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟକୁ ସ୍ଥିର କରାଯାଇଥିବା ବେଳେ ଏଠାରେ ମୋଟ ୭୦ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେବେ ବୋଲି ଜଣାଯାଇଛି। ସେମାନଙ୍କ ମଧ୍ୟରେ ଶଙ୍କୁରୁର ଶ୍ରୀ ଭଗବତ ସ୍ବାମୀ ହାଇସ୍କୁଲ, ବାଲିପଦର ହାଇସ୍କୁଲ, ଖରିଡ଼ାର ସ୍ବପ୍ନେଶ୍ବରୀ ହାଇସ୍କୁଲ ଓ ସୋରଡର ବାଲୁଙ୍କେଶରୀ ହାଇସ୍କୁଲ ଆଦିର ୫ ଜଣ ରେଗୁଲାର ପରୀକ୍ଷାର୍ଥୀ ରହିଥିବା ବେଳେ ଅନ୍ୟାନ୍ୟ ବିଦ୍ୟାଳୟର ୮ ଜଣ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ସହିତ ୫୭ ଜଣ ସି-କୋର୍ସ ପରୀକ୍ଷାର୍ଥୀ ରହିଥିବା ନେଇ ପରୀକ୍ଷା କେନ୍ଦ୍ର ସୁପରିଟେଣ୍ଡେଣ୍ଟ ପ୍ରମୋଦ କୁମାର ମହାପାତ୍ରଙ୍କଠାରୁ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ପରୀକ୍ଷା କେନ୍ଦ୍ରର ସୁପରିଚାଳନା ନିମନ୍ତେ ଡେପୁଟି ସୁପରିଟେଣ୍ଡେଣ୍ଟ ଭାବେ ରବୀନ୍ଦ୍ର ନାଥ ବରିହା ନିୟୋଜିତ ହୋଇଥିବା ଜଣାଯାଇଛି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…
ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ
ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…
ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…
ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…
ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…
ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ
ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…
କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…
ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ
ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

