Posted inଖେଳ

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତିକୁ ଭର୍ଚୁଆଲ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍‌ ପ୍ରଶଂସକଙ୍କ ସହ ଉପସ୍ଥିତ ଥିଲେ। ଲୌହ ନିର୍ମିତ ଏହି ବିଶାଳକାୟ ସ୍ମାରକୀରେ ମେସି ଫିଫା ବିଶ୍ୱକପ୍‌ ଧରିଛନ୍ତି।

ଆର୍ଜେଣ୍ଟିନାର ଏହି ଆଇକନଙ୍କ ପ୍ରତି ସମ୍ମାନ ଜଣାଇ ସ୍ଥାପନ କରାଯାଇଥିବା ଏହି ପ୍ରତିମୂର୍ତ୍ତିଟିର ନିର୍ମାଣକାର୍ଯ୍ୟ ମାତ୍ର ୪୦ ଦିନ ମଧ୍ୟରେ ଶେଷ ହୋଇଥିଲା। ଶନିବାର ଏହି କାର୍ଯ୍ୟକ୍ରମକୁ ଦେଖିବା ଲାଗି ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟାରେ ସମର୍ଥକଙ୍କ ସମାଗମ ହୋଇଥିଲା। ଏଥିରୁ ଭାରତରେ ବିଶେଷ କରି ପଶ୍ଚିମବଙ୍ଗରେ ମେସିଙ୍କ ଲୋକପ୍ରିୟତା କେତେ ତାହା ଅନୁମେୟ।


Enter your email to get our daily news in your inbox.

All Right Reserved By Dharitri.Com

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଜମି ଜବରଦଖଲ ବିରୋଧରେ ଗର୍ଜିଲେ ଗ୍ରାମବାସୀ: ତହସିଲଦାରଙ୍କ ଦ୍ୱାରସ୍ଥ ହୋଇ ଦେଲେ ଏମିତି ଚେତାବନୀ

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତରେ ଭୂମି ଜବରଦଖଲକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗ୍ରାମର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri