Posted inଖେଳ

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତିକୁ ଭର୍ଚୁଆଲ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ବଲିଉଡ ସୁପରଷ୍ଟାର ଶାହରୁଖ ଖାନ୍‌ ପ୍ରଶଂସକଙ୍କ ସହ ଉପସ୍ଥିତ ଥିଲେ। ଲୌହ ନିର୍ମିତ ଏହି ବିଶାଳକାୟ ସ୍ମାରକୀରେ ମେସି ଫିଫା ବିଶ୍ୱକପ୍‌ ଧରିଛନ୍ତି।

ଆର୍ଜେଣ୍ଟିନାର ଏହି ଆଇକନଙ୍କ ପ୍ରତି ସମ୍ମାନ ଜଣାଇ ସ୍ଥାପନ କରାଯାଇଥିବା ଏହି ପ୍ରତିମୂର୍ତ୍ତିଟିର ନିର୍ମାଣକାର୍ଯ୍ୟ ମାତ୍ର ୪୦ ଦିନ ମଧ୍ୟରେ ଶେଷ ହୋଇଥିଲା। ଶନିବାର ଏହି କାର୍ଯ୍ୟକ୍ରମକୁ ଦେଖିବା ଲାଗି ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟାରେ ସମର୍ଥକଙ୍କ ସମାଗମ ହୋଇଥିଲା। ଏଥିରୁ ଭାରତରେ ବିଶେଷ କରି ପଶ୍ଚିମବଙ୍ଗରେ ମେସିଙ୍କ ଲୋକପ୍ରିୟତା କେତେ ତାହା ଅନୁମେୟ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri