୪୦ଲିଟର ଦେଶୀ ମଦ ଜବତ, ଜଣେ ଗିରଫ

ପଦ୍ମପୁର,୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ନାୟକାଣିଡିହ ପୋଲିସ କିସ୍ମତ କୃଷ୍ଣପୁର ଗ୍ରାମର ଅରୁଣ ମାଝି ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଚୋରା ମଦ ବିକ୍ରି ଅଭିଯୋଗରେ ପୋଲିସ ଏହି ଗିରଫ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ପୂର୍ବାହ୍ନରେ ଅରୁଣ ୪୦ ଲିଟର ମଦ ନେଇ ଯାଉଥିବା ବେଳେ କିସ୍ମତ କୃଷ୍ଣପୁର ଛକରୁ ପୋଲିସ ତାଙ୍କୁ ଗିରଫ କରିଛି। ଏନେଇ ପୋଲିସ ଥାନାରେ କେଶ ନମ୍ବର ୨୦୧/୨୧ରେ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri