୭୦୦ ଭାରତୀୟ ଛାତ୍ରୀଛାତ୍ର କାନାଡାରୁ ବହିଷ୍କୃତ ହେବେନି

ଟରଣ୍ଟୋ, ୯ା୬: ଜାଲ୍‌ କଲେଜ ନାମଲେଖା ପତ୍ର ଦେଖାଇ କାନାଡାରେ ପ୍ରବେଶ କରିଥିବା ପ୍ରାୟ ୭୦୦ ଭାରତୀୟ ଛାତ୍ରୀଛାତ୍ରଙ୍କୁ ଦେଶାନ୍ତର ନ କରିବାକୁ କାନାଡା ପାର୍ଲାମେଣ୍ଟ କମିଟି ନିଷ୍ପତ୍ତି ନେଇଛି। ଏହି ଛାତ୍ରମାନଙ୍କ ମଧ୍ୟରୁ ଅଧିକାଂଶ ପଞ୍ଜାବର। ସେମାନେ ସେଠାର କେତେକ ଶିକ୍ଷାନୁଷ୍ଠାନର ଜାଲ୍‌ ନାମଲେଖା ପତ୍ର ଦେଖାଇଥିବା କର୍ତ୍ତୃପକ୍ଷ ଜାଣିବା ପରେ ସେମାନଙ୍କୁ ଦେଶାନ୍ତର କରିବାକୁ ନିଷ୍ପତ୍ତି ହୋଇଥିଲା। ଗତ ମାର୍ଚ୍ଚରେ ଏହି ପିଲାମାନେ କାନାଡାରେ ସ୍ଥାୟୀ ଭାବେ ରହିବା ପାଇଁ ଆବେଦନ କରିଥିଲେ। ମାନବିକତା ଦୃଷ୍ଟିରୁ ସେମାନଙ୍କ ସ୍ଥାୟୀ ରହଣି ପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ସଂସଦୀୟ କମିଟି କାନାଡା ସୀମା ସେବା ସଂସ୍ଥାକୁ କହିଛି। ଏହି ପିଲାମାନେ ଠକେଇର ଶିକାର ହୋଇଥିବା ଅଭିଯୋଗ କରି ସେମାନଙ୍କୁ ଦଣ୍ଡିତ ନ କରିବା ପାଇଁ ପାର୍ଲାମେଣ୍ଟ ସଦସ୍ୟ ଜେନି କ୍ୱାନ୍‌ ଗୃହରେ ପ୍ରସ୍ତାବ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?