ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୦୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୭୧ ଏବଂ ଯାଜପୁରରୁ ୪୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୩୮୮, ବାଲେଶ୍ୱର ୩୩୧, ବରଗଡ଼ ୧୧୭, ଭଦ୍ରକ ୨୬୭, ବଲାଙ୍ଗୀର ୮୯, ବୌଦ୍ଧ ୧୩୪, ଦେବଗଡ଼ ୬୪, ଢେଙ୍କାନାଳ ୧୦୬, ଗଜପତି ୪୮, ଗଞ୍ଜାମ ୭୪, ଜଗତସିଂହପୁର ୨୩୨, ଝାରସୁଗୁଡ଼ା ୯୭, କଳାହାଣ୍ଡି ୧୦୩, କନ୍ଧମାଳ ୩, କେନ୍ଦ୍ରାପଡ଼ା ୧୮୮, କେନ୍ଦୁଝର ୧୪୮, କୋରାପୁଟ ୧୫୮, ମାଲକାନଗିରି ୯୫, ମୟୂରଭଞ୍ଜ ୩୭୦, ନବରଙ୍ଗପୁର ୧୯୮, ନୟାଗଡ଼ ୧୯୬, ନୂଆପଡ଼ା ୨୮, ପୁରୀ ୩୦୬, ରାୟଗଡ଼ା ୨୨୨, ସମ୍ବଲପୁରରୁ ୧୦୭, ସୋନପୁର ୫୯ ଏବଂ ସୁନ୍ଦରଗଡ଼ରୁ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୦୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ବେଳେ ୭,୩୨,୦୧୮ଜଣ ସୁସ୍ଥ ହୋଇଛନ୍ତି। ୭୮,୦୩୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri