ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୦୮୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୭୧ ଏବଂ ଯାଜପୁରରୁ ୪୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୩୮୮, ବାଲେଶ୍ୱର ୩୩୧, ବରଗଡ଼ ୧୧୭, ଭଦ୍ରକ ୨୬୭, ବଲାଙ୍ଗୀର ୮୯, ବୌଦ୍ଧ ୧୩୪, ଦେବଗଡ଼ ୬୪, ଢେଙ୍କାନାଳ ୧୦୬, ଗଜପତି ୪୮, ଗଞ୍ଜାମ ୭୪, ଜଗତସିଂହପୁର ୨୩୨, ଝାରସୁଗୁଡ଼ା ୯୭, କଳାହାଣ୍ଡି ୧୦୩, କନ୍ଧମାଳ ୩, କେନ୍ଦ୍ରାପଡ଼ା ୧୮୮, କେନ୍ଦୁଝର ୧୪୮, କୋରାପୁଟ ୧୫୮, ମାଲକାନଗିରି ୯୫, ମୟୂରଭଞ୍ଜ ୩୭୦, ନବରଙ୍ଗପୁର ୧୯୮, ନୟାଗଡ଼ ୧୯୬, ନୂଆପଡ଼ା ୨୮, ପୁରୀ ୩୦୬, ରାୟଗଡ଼ା ୨୨୨, ସମ୍ବଲପୁରରୁ ୧୦୭, ସୋନପୁର ୫୯ ଏବଂ ସୁନ୍ଦରଗଡ଼ରୁ ୨୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୦୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ବେଳେ ୭,୩୨,୦୧୮ଜଣ ସୁସ୍ଥ ହୋଇଛନ୍ତି। ୭୮,୦୩୧ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟାଞ୍ଚଳରେ ୭ ନଦୀକୁ ସଂଯୋଗ କରାଯାଉ

କେନ୍ଦ୍ରାପଡ଼ା ଅଫିସ, ୧୭।୩: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳର ଗୋବିନ୍ଦପୁର, ଡିମିରିପାଳ, ପେତପଡ଼ା, ସଂସିଧା, ଏରଡ଼ଙ୍ଗ, ଦେସାହି, ପାଳମୀ, କେତୁଆପାଳ ଆଦି ୧୦ ପଞ୍ଚାୟତକୁ...

୧୦ରୁ ରଙ୍ଗସାଇଡ୍‌ ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର, ୮ା୨(ବ୍ୟୁରୋ): ରାଜଧାନୀରେ ରଙ୍ଗ୍‌ସାଇଡ୍‌ରେ ଡ୍ରାଇଭିଂ କରୁଥିବା ଗାଡ଼ି ଚାଳକଙ୍କ ସଂଖ୍ୟା ବଢୁଛି। ତେଣୁ କମିଶନରେଟ ପୋଲିସ ଏହା ଉପରେ ରୋକ୍‌ ଲଗାଇବା ପାଇଁ ପଦେକ୍ଷପ...

ବାଲିଖାଦାନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣି ପରିବାରଲୋକଙ୍କ ରାସ୍ତାରୋକୋ

ରାସଗୋବିନ୍ଦପୁର,୯।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ବାଲିଖାଦାନ ନିକଟ ବାଲି ଷ୍ଟକ୍‌ ଥିବା ପାର୍ଶ୍ୱରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ...

ଗୋପାଳପୁର ବିଧାୟକଙ୍କ ଝିଅଙ୍କୁ ଇଡିର ମାରାଥନ ଜେରା

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଟାଟା କମ୍ପାନୀରେ ଚାକିରି ଦେବା ନାଁରେ କୋଟି କୋଟି ଟଙ୍କା ଠକେଇ କରି ଜେଲରେ ଥିବା ଆକାଶ ପାଠକଙ୍କ ଭାବି ଶଶୁର ତଥା ଗୋପାଳପୁର...

ଦେଢ଼ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

କ୍ୟାଡର ପରିବର୍ତ୍ତନ କରିବେ ଟ୍ରାଫିକ ଡିସିପି

ଭୁବନେଶ୍ୱର,୨୯। ୧୦ (ବ୍ୟୁରୋ): ଓଡିଶା ବଦଳରେ ପଞ୍ଜାବ କ୍ୟାଡରରେ ଯୋଗ ଦେବାକୁ ଚାହୁଁଛନ୍ତି କମିଶନରେଟ୍‌ ପୋଲିସରେ ଟ୍ରାଫିକ ଡିସିପି ଭାବେ କାର୍ଯ୍ୟରତ ସୌମ୍ୟା ମିଶ୍ର। ଏ...

ରାଜ୍ୟରେ ଖୋଲିବ ପ୍ରାଣୀ ଚିକିତ୍ସା ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରାଜ୍ୟରେ ସ୍ବତନ୍ତ୍ର ଭାବେ ଏକ ପ୍ରାଣୀ ଚିକିତ୍ସା ବିଶ୍ବବିଦ୍ୟାଳୟ ଖୋଲିବ। ଦୀର୍ଘ ବର୍ଷର ଏହି ସ୍ବପ୍ନ ଖୁବ୍‌ଶୀଘ୍ର ପୂରଣ ହେବାକୁ ଯାଉଛି। ଆସନ୍ତା...

CORONAVIRUS UPDATE: ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୩୪୩

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର...

Advertisement
Archives

Model This Week