ଜିଓ ଟ୍ୟୁବ୍‌ରେ ଅଗ୍ନିକାଣ୍ଡ: କୋଟି କୋଟି ଟଙ୍କାର ଜିଓ ସିନ୍ଥେଟିକ୍‌ ନଷ୍ଟ

ରାଜନଗର,୨୫।୮(ଡି.ଏନ୍‌.ଏ.): ବଙ୍ଗୋପସାଗର ନିକଟବର୍ତ୍ତୀ ୫୦ଟି ଗ୍ରାମକୁ ସମୁଦ୍ର ଢେଉରୁ ସୁରକ୍ଷା ଦେବା ପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ୩୬ କୋଟି ଟଙ୍କା ବ୍ୟୟରେ ଭାରତର ଦ୍ୱିତୀୟ ଜିଓ ଟ୍ୟୁବ୍‌ ସୁରକ୍ଷା ପ୍ରାଚୀରରେ ରବିବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଫଳାରେ କୋଟି କୋଟି ଟଙ୍କାର ଜିଓ ସିନ୍ଥେଟିକ୍‌ ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।


All Right Reserved By

ସୋନମ ପଲେଇ ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା

ଛତ୍ରପୁର, ୨।୭ (ଡି.ଏନ୍‌.ଏ.)-ଗଞ୍ଜାମ ଜ଼ିଲା ପରିଷଦ ଅଧ୍ୟକ୍ଷା ପଦବୀ ପୁଣି ବିଜେଡି ହାତେଇବାରେ ସକ୍ଷମ ହୋଇଛି। ବିଜେଡି ପ୍ରାର୍ଥୀ ତଥା ଖଲ୍ଲିକୋଟ ବ୍ଲକ ଅଧୀନ ୧୧...

୧୦ ହଜାର ଟଙ୍କାରେ ୭ମାସର ଶିଶୁପୁତ୍ରକୁ ବିକିଲା ବାପା

ଝରିଗାଁ,୯।୭(ସ୍ବ.ପ୍ର)- ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୭ମାସର ଶିଶୁପୁତ୍ରକୁ ବାପା ବିକ୍ରି କରି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଉମରକୋଟ ବ୍ଲକ ପୂଜାରୀଗୁଡା ଗ୍ରାମର...

ବରୀ ବ୍ଲକର: ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସାର୍ଟିଫିକେଟ ଯାଞ୍ଚ

ବରୀ,୧୦।୮(ସ୍ବ.ପ୍ର.): ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯାଜପୁର ଜିଲା ବରୀ ବ୍ଲକରେ ୨୧୮ ବିଦ୍ୟାଳୟରେ ୧ା୧ା୨୦୧୧ରୁ ରେଗୁଲାର ହୋଇଥିବା ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କର ସାର୍ଟିଫିକେଟ ଯାଞ୍ଚପ୍ରକ୍ରିୟା...

ମୂର୍ତ୍ତି ଲାଗି ମାଏଟ୍‌ ଅଭାବ, ଚିନ୍‌ତାରେ କାରିଗର

ଜାମଟିକ୍ରା, ୧୦।୮ (ଡି.ଏନ୍‌.ଏ.): ଏହେଦ୍‌କା ଶରାବନ୍‌ ମାସର ତୁରତୀଅ ହପ୍‌ତା ଚାଲିଛେ। ଇତାର ପରେ ଭୁଦୋ ମାସ ଆରମ୍‌ରୁ ପରବ୍‌ ପରବାନୀ ଆରମ୍‌ ହେଇଯିବା। ଭୁଦୋରେ...

ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି, ୧୩।୮(ଡି.ଏନ.ଏ.): ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ...

ଭଡ଼ାରେ ଲାଗିଛି ପଞ୍ଚାୟତ କାର୍ଯ୍ୟାଳୟ: ନୋଟିସ ପ୍ରଦାନ ପରେ ବି ଖାଲି ହେଉନି ଗୃହ

ନାଉଗଁା,୩୦ା୭(ସ୍ବ.ପ୍ର.): ପଞ୍ଚାୟତ କାର୍ଯ୍ୟାଳୟର ଆଧୁନିକୀକରଣ ପାଇଁ ସରକାର ବିପୁଳ ଅନୁଦାନ ଯୋଗାଇ ଦେଉଛନ୍ତି। କିନ୍ତୁ କେତେକ ଦାୟିତ୍ୱହୀନ ଅଧିକାରୀଙ୍କ ଯୋଗୁ ଏସବୁ ଅନୁଦାନ ଠିକ୍‌ ଭାବେ...

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗାଁର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଆଁ ଲାଗି ପୁଡ଼ିଯାଇଛେ। ସେଥି ତାକର...

ଲିଭିନି ପୁରୁଣା ପରମ୍ପରା: ରଜ ପାଇଁ ଆରମ୍ଭ ହେଲାଣି ସଜବାଜ

ଆନନ୍ଦପୁର,୧୧।୬(ସ୍ବ.ପ୍ର.): ଓଡ଼ିିଆମାନଙ୍କ ଗଣପର୍ବ ରଜ। ଏଥିପାଇଁ ରଜ ତିନି ଦିନ ଯାକ ଘରେ ପିଠାପଣା ଓ ମିଠାର ଆସର ଜମିଥିବାବେଳେ ବନ୍ଧୁ ପ୍ରିୟଜନଙ୍କ ଭେଟଘାଟ ହେବାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *