କେନ୍ଦୁଝରର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ମିତ୍ରଭାନୁ ମହାପାତ୍ର

କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍‌ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଟ୍ରାଫିକ ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି ମୁକାବିଲା କରିବା ପାଇଁ ପଦକ୍ଷେପ ନେବେ ବୋଲି ସେ କହିଛନ୍ତି। ଖଣିଜ ସମ୍ପଦ ପରିପୂର୍ଣ୍ଣ ଅନୁଗୋଳ ଜିଲାରୁ ବଦଳି ହୋଇ ଆସିଥିଲେ ହେଁ କେନ୍ଦୁଝର ଜିଲାର ସମସ୍ୟା ଅଲଗା ରହିଛି। ଲୋକଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ସହ ବିଭିନ୍ନ ଥାନାରେ ପଡିରହିଥିବା କେସଗୁଡିକର ଫଇସଲା କରାଯିବ ବୋଲି ସେ ପ୍ରକାଶ କରିଛନ୍ତି। ଏଥିରେ ବରିଷ୍ଠ ପୋଲିସ ଅଧିକାରୀ ଓ ବିଭିନ୍ନ ପୋଲିସ ସଂଘ କର୍ମକର୍ତ୍ତା ଉପସ୍ଥିତ ରହି ସ୍ବାଗତ ଜଣାଇଥିଲେ।


All Right Reserved By Dharitri.Com

ମହିଳାଙ୍କୁ କାମୁଡ଼ିବା ଅଭିଯୋଗ: ସ୍ବାମୀ-ସ୍ତ୍ରୀ ଗଲେ ଜେଲ

ଦିଗପହଣ୍ଡିି,୨୪ା୯(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଭୁଷୁଣ୍ଡା ଗ୍ରାମରେ ମଙ୍ଗଳବାର ସକାଳ ପ୍ରାୟ ୭ଟାରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ ହିଂସାକୁ କେନ୍ଦ୍ରକରି ଗାଁ ରାସ୍ତାରେ ଦୁଇ ମହିଳାଙ୍କ...

ସୂଚନା ନ ଦେଇ ଖୋଲିଦେଲେ ଗେଟ୍‌: ଦଣ୍ଡାଧାର ପାଣିରେ ତଳି ଅଞ୍ଚଳ ଉବୁଟୁବୁ

କାମାକ୍ଷାନଗର, ୮।୯(ଡି.ଏନ୍‌.ଏ.) – ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଢେଙ୍କାନାଳ ଜିଲାର ଡମଶାଳ, ରାମିଆଳ ନଦୀରେ ବନ୍ୟା ଆସିଛି। ବିନା ସୂଚନାରେ ଦଣ୍ଡାଧାର ଡ୍ୟାମର ୨ଟି...

କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ବଇଣ୍ଡା, ୨୦ା୯(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ପାଗବନ୍ଧା ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ...

ଧ୍ୱଂସ ମୁଖରେ ଗିରି ଗୋବର୍ଦ୍ଧନ ପାହାଡ଼

ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ...

ପାଣି ଚିନ୍ତା, ବର୍ଷା ଉପରେ ଭରସା: ଗଞ୍ଜାମ ଜିଲାରେ ଖରିଫ ଫସଲ

ଛତ୍ରପୁର,୫ା୭(ଡି.ଏନ.ଏ.)- ଗଞ୍ଜାମ ଜିଲାରେ ଚଳିତବର୍ଷ ହେବାକୁ ଥିବା ଖରିଫ୍‌ ଫସଲ ପାଇଁ ଚାଷୀଙ୍କୁ ପାଣି ଚିନ୍ତା ଘାରିଛି। ଜିଲାରେ ହେଉଥିବା ଖରିଫ ଫସଲକୁ ଜଳସେଚନର ଅଭାବ...

ପିଏମ୍‌ଏୱାଇ ଆଫୋର୍ଡେବଲ ହାଉସିଂ ସ୍କିମ୍‌ : ହିତାଧିକାରୀଙ୍କୁ ଗୃହ ନ ମିଳିବା ଚେତାବନୀ

ବ୍ରହ୍ମପୁର ଅଫିସ,୯ା୧୧-ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ପିଏମ୍‌ଏୱାଇ) ଅନ୍ତର୍ଗତ ଆଫୋର୍ଡେବଲ ହାଉସିଂ ସ୍କିମ୍‌ରେ ଘର ପାଇବାକୁ ମନୋନୀତ ହୋଇଥିବା ହିତାଧିକାରୀଙ୍କୁ ଗୃହ ମିଳିବ ନାହିଁ ବୋଲି କେତେକ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ହରିଣ ପାର୍କ ସ୍ଥାନାନ୍ତର ବାଟ ଫିଟିଲା; ପାରଳାଖେମୁଣ୍ଡି ଲଖାରିକୁ ଯିବା ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୬ା୧-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ହରିଣ ପାର୍କ ସ୍ଥାନାନ୍ତର ହେବା ନିଶ୍ଚିତ ହୋଇଛି ା ସେଣ୍ଟ୍ରାଲ ଜୁ ଅଥରିଟି ଅଫ ଇଣ୍ଡିଆ ନିର୍ଦ୍ଦେଶନାମାର ୯...

‘ଯୋଗ ଦ୍ୱାରା ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ହୋଇଥାଏ’

ବଡ଼ସାହି,୨୧ା୬(ସ୍ବ.ପ୍ର.) : ଯୋଗ ଦ୍ୱାରା ମଣିଷର ଶାରୀରିକ ଓ ଆଧ୍ୟାତ୍ମିକ ବିକାଶ ଘଟିବା ସହ ଦୀର୍ଘାୟୁ ହୋଇଥାଏ।  ରୋଗ ଓ ଦୁଶ୍ଚିନ୍ତାରୁ ମୁକ୍ତ ହେବା ପାଇଁ...

Leave a comment

Your email address will not be published. Required fields are marked *