ପୁଣି ବିପଦସଂକେତ ଟପିଲା ଜଳକା

ବସ୍ତା, ୨୫।୮(ସ୍ବ.ପ୍ର.)-ଜଳକା ନଦୀରେ ରବିବାର ପୁଣି ବନ୍ୟାଜଳ ଆସି ବିପଦସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି ା ବସ୍ତା ବ୍ଲକର ମଥାନୀଠାରେ ନଦୀର ବିପଦସଂକେତ ସ୍ତର ୫.୫୦ ମିଟର ଥିବା ବେଳେ ଜଳପତ୍ତନ ରବିବାର ସନ୍ଧ୍ୟା ୫ଟାରେ ୫.୭୯ ମିଟରରେ ପହଞ୍ଚତ୍ଛି ା ତେବେ ଶନିବାର ରାତି ଏବଂ ରବିବାର ଦିନତମାମ ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ଘଣ୍ଟା ପ୍ରତି ୦.୦୧ ମିଟର ବଢୁଥିବା ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି। ଗତ ରବିବାରରୁ ୩ଦିନ ଧରି ବିପଦସଂକେତ ଊର୍ଦ୍ଧ୍ୱରେ ବନ୍ୟାଜଳ ପ୍ରବାହିତ ହୋଇ ବୁଧବାର ଓ ଗୁରୁବାର ଜଳପତ୍ତନ ତଳକୁ ଖସିଯାଇଥିଲା। ତେବେ ପୂର୍ବ ବନ୍ୟା ପ୍ରଭାବରେ ଶିବଗତିଆ ଓ ସାନଖୁଡ଼ିଠାରେ ନଦୀବନ୍ଧ ଅତଡ଼ା ଖାଇବା ଆଶଙ୍କାରେ ବାଲି ବସ୍ତା ପକାଯାଇଛି। ବର୍ଷା ଲାଗି ରହିଥିବାରୁ ବନ୍ୟା ଆଶଙ୍କା ବୃଦ୍ଧି ପାଇଛି ା ତେବେ ପ୍ରଶାସନ ପକ୍ଷରୁ ତୀକ୍ଷ୍‌ଣ ନଜର ରଖାଯାଇଛି।


All Right Reserved By Dharitri.Com

ଖୋର୍ଦ୍ଧା ଆର୍‌ଟିଓ ଅଫିସରୁ ୨ ଦଲାଲ ଗିରଫ: ୧୦୦ ଡ୍ରାଇଭିଂ ଲାଇସେନ୍ସ ଆବେଦନ ଫର୍ମ, ୮୩ହଜାର ଟଙ୍କା ଜବତ

ଖୋର୍ଦ୍ଧା ଅଫିସ,୨ା୧୦: ଦଲାଲ ଦମନ ଅଭିଯାନରେ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ୨ ଜଣ ଦଲାଲଙ୍କୁ ମଙ୍ଗଳବାର ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି।...

ଟ୍ରାଫିକ ଅବ୍ୟବସ୍ଥା ନେଇ ହାଇକୋର୍ଟଙ୍କ ଶୁଣାଣି: ଡିସିପିଙ୍କ ଅଧ୍ୟକ୍ଷତାରେ ଗଠନ ହେବ କମିଟି

କଟକ ଅଫିସ,୧୪ା୧୨: ବାଦାମବାଡିରୁ ଲିଙ୍କରୋଡ ପର୍ଯ୍ୟନ୍ତ ଟ୍ରାଫିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପରିସ୍ଥିତିରେ ସୁଧାର ଆଣିବା ପାଇଁ ଏକ କମିଟି ଗଠନ କରାଯିବ। ଏଥିରେ କଟକ...

କୋଲକୋତା ଫେରନ୍ତାଙ୍କୁ ବୁଝାଇବାକୁ ଯାଇ ହଟହଟା: ସରପଞ୍ଚ, ନାଏବ ସରପଞ୍ଚଙ୍କୁ ମାଡ଼ ଅଭିଯୋଗ

ଯାଜପୁର ଅଫିସ,୨୩ା୪- କୋଲକୋତା ଫେରନ୍ତା ୫ଜଣ ଶ୍ରମିକଙ୍କୁ ସରକାରଙ୍କ ନୀତିନିୟମ ମାନି ରହିବାକୁ ପରାମର୍ଶ ଦେବାକୁ ଯାଇ ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ସରପଞ୍ଚ ଏବଂ...

ସଙ୍କଟରେ କୁମ୍ଭାକାରଙ୍କ କୌଳିକ ବୃତ୍ତି

ଜୟପୁର, ୭ା୩ (ନି.ପ୍ର) କୋରାପୁଟ ଜିଲା ଜୟପୁର ବ୍ଲକ ଅନ୍ତର୍ଗତ କୁମ୍ଭାରପୁଟ କୁମ୍ଭାରଙ୍କ ପାଇଁ ପ୍ରସିଦ୍ଧ। କିନ୍ତୁ ଗ୍ରାମରେ ରହୁଥିବା ୨ ପରିବାରଙ୍କ ଜୀବନ ଜୀବିକା...

ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ

କଟକ ଅଫିସ,୧୯।୩ : ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ୱାରା ଆୟୋଜିତ ଦଶମ ଶ୍ରେଣୀ ପରୀକ୍ଷା ଖାତା ମୂଲ୍ୟାୟନ ଗୁରୁବାରଠାରୁ ଆରମ୍ଭ ହେବ। ୬୧ଟି କେନ୍ଦ୍ରରେ...

କେନ୍ଦ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ

କଟକ ଅଫିସ,୨୩ା୧: ଚୌଦ୍ୱାରସ୍ଥିତ ଇଣ୍ଡିଆନ ମେଟାଲ୍‌ସ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ଫା) କମ୍ପାନୀ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ...

କୁକୁଡ଼ା ବ୍ୟବସାୟୀଙ୍କ ଘରୁ ଲୁଟ୍‌ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ କୋର୍ଟଚାଲାଣ

ଶଙ୍କରାଖୋଲ,୧୫ା୭(ଡି.ଏନ୍‌.ଏ.)-ଟିକାବାଲି ଥାନା ଶଙ୍କରାଖୋଲ ନିକଟ ଗୁଡ୍ରିଗଁାରେ ଗତ ସେପ୍ଟେମ୍ବର ୨୯ ତାରିଖ ରାତିରେ ୭ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ କୁକୁଡ଼ା ବ୍ୟବସାୟୀ ସୀମାଞ୍ଚଳ ସାହୁଙ୍କ ଘରୁ...

ନୂଆଗାଁ ପଞ୍ଚାୟତ଼ରେ ବାହାର ଫେରନ୍ତାଙ୍କ ନିମନ୍ତେ ପଞ୍ଜୀକରଣ ପ୍ରକୟିୟା ଆରମ୍ଭ

ରାଇସୁଆଁ,୨୭।୪(ଡି.ଏନ୍‌.ଏ.): ମହାମାରୀ କରୋନକୁ ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରିରହିଛି। ଏହି ସମୟରେ ବାହାର ରାଜ୍ୟକୁ କାମ ଧନ୍ଦା ପାଇଁ ଯାଇଥିବା ଶ୍ରମିକମାନେ ଫସି...

Coronavirus Update


selfi corner

Archives

Model This Week

Why Dharitri

Leave a comment

Your email address will not be published. Required fields are marked *