Posted inଜାତୀୟ

ଭୋଟ ବର୍ଜନ କଲେ ଚାନ୍ଦୋରା ଗ୍ରାମବାସୀ

ପାଟନା,୧୯।୫: ବିହାରର ନାଳନ୍ଦା ଜିଲା ରାଜଗିର ବ୍ଲକରେ ଥିବା ଚାନ୍ଦୋରା ଗ୍ରାମର ୨୯୯ ନମ୍ବର ବୁଥ୍‌ରେ କେହି ଭୋଟ ଦେଇ ନ ଥିବା ସୂଚନା ମିଳିଛି। ଗାଁକୁ ଭଲ ରାସ୍ତା ନ ଥିବାରୁ ଲୋକେ ଭୋଟ ବର୍ଜନ କରିଥିବା ପ୍ରକାଶ କରିଛନ୍ତି। ଅସନ୍ତୋଷ ବ୍ୟକ୍ତ କରିବାକୁ ଯାଇ ଲୋକେ ବ୍ଲକ ଡେଭଲପ୍‌ମେଣ୍ଟ ଅଫିସରଙ୍କ ଗାଡି ଓ ଇଭିଏମ୍‌ ଭଙ୍ଗାରୁଜା ମଧ୍ୟ କରିଛନ୍ତି।


All Right Reserved By Dharitri.Com

ସଂସଦ କ୍ୟାଣ୍ଟିନ୍‌ରେ ଏବେ ମିଳିବନି ଖାଦ୍ୟରେ ରିହାତି: ବର୍ଷକୁ ସଞ୍ଚୟ ହେବ ୧୭ କୋଟି !

ନୂଆଦିଲ୍ଲୀ,୫।୧୨: ଏଣିକି ସଂସଦ କ୍ୟାଣ୍ଟିନ୍‌ରେ ଆଉ ଖାଦ୍ୟରେ ରିହାତି ମିଳିବନି। ଏଠାରେ ଖାଦ୍ୟ ଉପରେ ଦିଆଯାଉଥିବା ରିହାତିକୁ ବନ୍ଦ କରି ଦିଆଯିବ। ଲୋକସଭା ବାଚସ୍ପତି ଓମ୍‌...

‘ଅଯୋଧ୍ୟାରେ ରାମମନ୍ଦିର ଚାହାନ୍ତି ମୁସଲମାନ’

ଲକ୍ଷ୍ନୌ,୧୩ା୭(ପି.ଟି.): କଠୋରପନ୍ଥୀଙ୍କୁ ବାଦ୍‌ଦେଇ ଅନ୍ୟ ମୁସଲମାନମାନେ ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ଚାହାନ୍ତି ବୋଲି ରାମ ଜନ୍ମଭୂମି ନ୍ୟାସର ସଦସ୍ୟ ରାମବିଳାସ ବେଦାନ୍ତୀ ମତ ଦେଇଛନ୍ତି।...

ପଦୂଷଣ ଉପରେ ରଚନା ଲେଖିଲେ ଛାତ୍ରୀଛାତ୍ର

ନୂଆଦିଲ୍ଲୀ, ୧୫।୧୧: ଦିଲ୍ଲୀ-ଏନ୍‌ସିଆରରେ ଦିନକୁ ଦିନ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏଥିଯୋଗୁ ସହରବାସୀ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ପ୍ରଦୂଷଣ ଯୋଗୁ ସ୍ଥାନୀୟ ସ୍କୁଲଗୁଡ଼ିକ ଲଗାତାର ଭାବେ ବନ୍ଦ...

୪ ଜେସିବି ଜଳାଇଲେ ମାଓବାଦୀ

ପାଟନା,୨।୫: ବିହାର ଗୟା ଜିଲାରେ ଗୁରୁବାର ମାଓବାଦୀମାନେ ୪ଟି ଜେସିବି ଗାଡ଼ିରେ ନିଆଁ ଲଗାଇ ଜଳାଇ ଦେଇଛନ୍ତି। ସ୍ଥାନୀୟ ବାରାଛତିଠାରେ ମାଓବାଦୀମାନେ ରାସ୍ତା ନିର୍ମାଣ କାର୍ଯ୍ୟରେ...

ମୁମ୍ବାଇରେ ୨ଟି ସିଝା ଅଣ୍ଡାର ଦାମ୍‌ ୧୭୦୦ଟଙ୍କା

ମୁମ୍ବାଇ,୧୨।୮: ମୁମ୍ବାଇ ମହାନଗରକୁ ଦାମୀ ସହର କୁହାଯାଉଥିବା ବେଳେ ଏଠାରେ ୨ଟି ସିଝା ଅଣ୍ଡାର ଦାମ୍‌ ୧୭୦୦ଟଙ୍କା ହୋଇଥିବା ଜଣାପଡିଛି। ସୋସିଆଲ ମିଡିଆରେ ଏମିତି ଏକ...

ମହାରାଷ୍ଟ୍ରରେ ପ୍ରବଳ ବର୍ଷା: ୬ ମୃତ

ମୁମ୍ବାଇ,୫ା୮(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ରରେ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଥିବାବେଳେ ମୁମ୍ବାଇ ଓ ସତାରାରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ବିଭିନ୍ନ ଅଞ୍ଚଳରେ ବନ୍ୟାପାଣି ଘେରରେ...

ସୁସ୍ଥ ହେବା ପରେ ପୁଣିଥରେ କାହିଁକି କରୋନାରେ ସଂକ୍ରମିତ ହେଉଛନ୍ତି ଲୋକେ

ନୂଆଦିଲ୍ଲୀ,୨୦।୪: କରୋନା ଭାଇରସରେ ସଂକ୍ରମିତ ହୋଇ ଏବେ ସାରା ବିଶ୍ୱରେ ପାଖାପାଖି ଲକ୍ଷାଧିକ ଲୋକ ସୁସ୍ଥ ହୋଇଥିବା ଖବର ଆସିଛି। ହେଲେ ଏମାନଙ୍କ ମଧ୍ୟରୁ କେତେଜଣ...

ଏପରି ଚାକିରି ଯେଉଁଠି ଶୋଇଲେ ମିଳେ ଦରମା ୧୩ ଲକ୍ଷ…

ନାସା ପକ୍ଷରୁ କେତେକ ସମୟରେ ଏକ ଚାକିରୀର ବିଜ୍ଞାପନ ଦିଆଯାଇଥାଏ। ଏଥିରେ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ୭୦ ଦିନ ପାଇଁ କେବଳ ଶୋଇବାକୁ ପଡ଼ିବ। ନାସା...

Leave a comment

Your email address will not be published. Required fields are marked *