ଅଢ଼େଇ ବର୍ଷରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ୭୦୬ ସରକାରୀ ବାବୁ

ଭୁବନେଶ୍ୱର,୨୩।୧୧: ବିଧାନସଭା ଶୀତ ଅଧିବେଶନରେ ସୋମବାର ପ୍ରତାପ କେଶରୀ ଦେବଙ୍କ ଏକ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତରରେ ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଲିଖିତ ଉତ୍ତରରେ କହିଛନ୍ତି, ୨୦୨୪ ଜୁନ ୧୨ ତାରିଖରୁ ୨୦୨୬ ନଭେମ୍ବର ୧୫ ତାରିଖ ସୁଦ୍ଧା ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ(ଭିଜିଲାନ୍ସ) ପକ୍ଷରୁ ଅଢ଼େଇ ବର୍ଷ ମଧ୍ୟରେ ୧୪୧ଟି ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା ରୁଜୁ କରାଯାଇଛି। ସେହିପରି ୨୩୭ଟି ଫନ୍ଦି ମାମଲା ରହିଛି। ୧୪୭ଟି ଅର୍ଥ ତୋଷରପାତ ମାମଲା ରୁଜୁ କରିଛି ରାଜ୍ୟ ଭିଜିଲାନ୍ସ। ମାମଲାରେ ମୋଟ ୭୦୬ ଜଣ ଅଧିକାରୀ ଏବଂ କର୍ମଚାରୀ ରହିଛନ୍ତି।

ତନ୍ମଧ୍ୟରେ ୧୩୫ ପ୍ରଥମ ଶ୍ରେଣୀ, ୧୧୪ ଦ୍ୱିତୀୟ ଶ୍ରେଣୀ ଅଧିକାରୀ, ୩୮୪ ତୃତୀୟ ଶ୍ରେଣୀ, ୧୪ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମୋଟ ୫୨୫ଟି ମାମଲାରେ ୫୫୦ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମଧ୍ୟରୁ ୨୪୬ ସରକାରୀ ଅଧିକାରୀ ଏବଂ କର୍ମଚାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ମାସ ଶେଷ ସୋମବାର, ବଟେଶ୍ଵର ଶୈବପୀଠରେ ୫୦ ହଜାର ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୨୩ା୧୧(ବିଦ୍ୟାଧର ସାହୁ ): ପବିତ୍ର କାର୍ତ୍ତିକ ମାସ ଶେଷ ସୋମବାର ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ କଣ୍ଟିଆ ଗଡ଼ ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରେ…

‘ଜଳବାୟୁ ପରିବର୍ତ୍ତନ ଓ ବିପର୍ଯ୍ୟୟ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ’

ପୂର୍ବ ହିମାଳୟର ବିରଳ ତଥା ସଂକଟାପନ୍ନ ଜୈବ ବିବିଧତାର ସୁରକ୍ଷା କ୍ଷେତ୍ରରେ ଡ. ବରଖା ସୁବ୍ବା ଏକ ପରିଚିତ ନାମ। ଦାର୍ଜିଲିଂର ଚା’ ବଗିଚା ଏବଂ ଘଞ୍ଚ…

ACF ସୌମ୍ୟଙ୍କ ମୃତ୍ୟୁ ମାମଲାରେ ବଡ଼ ଆକ୍ସନ, ଚାକିରିରୁ ନିଲମ୍ବିତ ହେଲେ ବିଦ୍ୟାଭାରତୀ

ଭୁବନେଶ୍ୱର,୨୩ା୧୧: ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କୁ ବଡ଼ା ଝଟକା ଲାଗିଛି । ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି । ପାରଳାଖେମୁଣ୍ଡି IIC…

ବାଲେନ ଶାହଙ୍କ ଦୂରଦୃଷ୍ଟିକୁ ମୋଦିଙ୍କ ପ୍ରଶଂସା, କହିଲେ ନେପାଳ ବିନା ଆମ ରାମ ଅଧୁରା

ନୂଆଦିଲ୍ଲୀ,୨୩ା୧୧: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ପ୍ରଥମ ରାଜକୀୟ ଭାରତ ଗସ୍ତ ଅବସରରେ ଭାରତ-ନେପାଳ ସମ୍ପର୍କକୁ ନୂଆ ଦିଗ ଦେବା ଉପରେ ଗୁରୁତ୍ୱ ଦିଆଯାଇଛି । ସୋମବାର…

ଛତ୍ରପୁରରେ ବାତ୍ୟା-ବନ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କ୍ଷତିପୂରଣରୁ କେହି ଯେପରି ବଞ୍ଚିତ ନ ହୁଅନ୍ତି ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୨୩।୧୧(ଦିଲୀପ ସାମଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଗଞ୍ଜାମ ଚିଲା ଗସ୍ତରେ ଆସି ବାତ୍ୟା ଏବଂ ବନ୍ୟା ଯୋଗୁ ଜିଲାରେ ହୋଇଥିବା କ୍ଷୟକ୍ଷତିର ବାସ୍ତବ ସ୍ଥିତି…

ପୁରୁଷୋତ୍ତମପୁରରେ ବନ୍ୟା କ୍ଷୟକ୍ଷତି ପରଖିଲେ ମୁଖ୍ୟମନ୍ତ୍ରୀ, ଋଣ ଛାଡ଼ ପାଇଁ ଚାଷୀଙ୍କ ନିବେଦନ

ପୁରୁଷୋତ୍ତମପୁର,୨୩ା୧୧(ସବିତା ମିଶ୍ର): ବନ୍ୟାରେ ଉଜୁଡ଼ିଛି ସୁନାର ଫସଲ, ଜଳମଗ୍ନ ହୋଇଛି ହଜାର ହଜାର ଏକର ଚାଷଜମି । ଋଣ କରି ଚାଷ କରିଥିବା ଚାଷୀଙ୍କ ମୁଣ୍ଡରେ ଏବେ…

ଓଡ଼ିଶା ପୋଲିସରେ ୨୬ ହଜାର ପଦବୀ ଖାଲି, ମୁଖ୍ୟମନ୍ତ୍ରୀ କହିଲେ….

ଭୁବନେଶ୍ୱର,୨୩ା୧୧: ଓଡ଼ିଶା ପୋଲିସ ବିଭାଗରେ ବିପୁଳ ସଂଖ୍ୟକ ପଦବୀ ଖାଲି ପଡ଼ିଛି । ରାଜ୍ୟ ପୋଲିସ ବିଭାଗରେ ମୋଟ ୮୪ ହଜାର ୨୩୭ଟି ମଞ୍ଜୁରୀପ୍ରାପ୍ତ ପଦବୀ ଥିବାବେଳେ…

ବଦଳି ପରେ ସ୍କୁଲ ଛାଡୁନାହାନ୍ତି ପ୍ରଧାନଶିକ୍ଷକ, ଗେଟ୍‌ରେ ତାଲା ପାଇଲେ ଗ୍ରାମବାସୀ

ପାଟଣା,୨୩ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଷାଖୋରୀ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପୋଷିସ୍ଥିତ ଜନତା ହାଇସ୍କୁଲର ପ୍ରଧାନଶିକ୍ଷକ ରତିକାନ୍ତ ସେଠୀଙ୍କ ବଦଳି ହୋଇଥିଲେ ମଧ୍ୟ ସେ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?