Posted inଜାତୀୟ

ଭାଜପାର ସହଯୋଗୀ ଦଳ ପାଇଁ ପ୍ରଚାର କରିବେ ସଞ୍ଜୟ

ମୁମ୍ବାଇ,୨୬।୮: ମହାରାଷ୍ଟ୍ରରେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଭାଜପାର ସହଯୋଗୀ ଦଳ ରାଷ୍ଟ୍ରୀୟ ସମାଜ ପକ୍ଷ(ଆର୍‌ଏସ୍‌ପି) ପାଇଁ ପ୍ରଚାର କରିବେ ବୋଲି ସୂଚନା ମିଳିଛି। କେନ୍ଦ୍ରମନ୍ତ୍ରୀ ମହାଦେବ ଜନକର ରବିବାର ଏହି ସୂଚନା ଦେଇଛନ୍ତି। ଶିବାଜୀ ପାର୍କରେ ଆୟୋଜିତ ଦଳର ପ୍ରତିଷ୍ଠା ଦିବସ ଅବସରରେ ସେ ଏହା କହିଛନ୍ତି। ସୂଚନାଯୋଗ୍ୟ, ଜନକର ହେଉଛନ୍ତି ଆର୍‌ଏସ୍‌ପିର ଅଧ୍ୟକ୍ଷ। ସଞ୍ଜୟ ଏବେ ତାଙ୍କ ଫିଲ୍ମ ଶୁଟିଂ ପାଇଁ ଦୁବଇରେ ଥିବା ବେଳେ ଖୁବ୍‌ଶୀଘ୍ର ସେ ମୁମ୍ବାଇ ଫେରିବେ ବୋଲି ମହାଦେବ କହିଛନ୍ତି।


All Right Reserved By

କଂଗ୍ରେସକୁ ଝଟକା: ରାଜ୍ୟସଭା ଏମ୍‌ପି କେ.ସି ରାମମୂର୍ତ୍ତି ଦେଲେ ଇସ୍ତଫା

ବେଙ୍ଗାଲୁରୁ,୧୬।୧୦: କର୍ନାଟକ କଂଗ୍ରେସର ରାଜ୍ୟସଭା ଏମ୍‌ପି ତଥା ବରିଷ୍ଠ ନେତା କେ.ସି. ରାମମୂର୍ତ୍ତି ରାଜ୍ୟସଭା ସଦସ୍ୟ ପଦରୁ ବୁଧବାର ଇସ୍ତଫା ଦେଇଛନ୍ତି। ରାଜ୍ୟସଭା ସଭାପତି ତଥା...

ଶିଶୁଜନ୍ମ ହେବା ପରେ ଗଛ ନ ଲଗାଇଲେ ପଞ୍ଚାୟତରେ ହେବ ନାହିଁ ନାମ ପଞ୍ଜିକରଣ

ସୋଲମ,୮।୭: ହିମାଚଳ ସୋଲମ ଜିଲା ଝାହମାଜରିରେ ଥିବା ଭଟୋଲିକଲାଙ୍ଗ ପଞ୍ଚାୟତରେ ପରିବେଶକୁ ବଞ୍ଚାଇବା ଲାଗି ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଆୟୋଜିତ ଏକ...

କଶ୍ମୀରକୁ ନେଇ ପୁଣି ଥରେ ସମସ୍ତଙ୍କୁ ଚମକାଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଥର କିଛି ନା କିଛି ବଡ ପଦକ୍ଷେପ ନେଇ ସମସ୍ତଙ୍କୁ ଚମକାଇ ଦେଇଥାଆନ୍ତି। ବିମୁଦ୍ରିକରଣ ହେଉ ଅବା ତିନ୍‌ ତଲାକ...

ଗାନ୍ଧୀ ଜୟନ୍ତୀରେ ରାଜସ୍ଥାନ ସରକାରଙ୍କ ବଡ଼ ନିଷ୍ପତ୍ତି: ରାଜ୍ୟରେ ତମ୍ବାକୁ ଉପରେ ଲାଗିବ କଟକଣା

ଜୟପୁର,୨।୧୦: ରାଜସ୍ଥାନର ମଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗାନ୍ଧୀ ଜୟନ୍ତୀ ଅବସରରେ ରାଜ୍ୟରେ ତମ୍ବାକୁ ଉତ୍ପାଦନ ଉପରେ କଟକଣା ନେଇ ଘୋଷଣା କରିଛନ୍ତି। ପୂର୍ବରୁ କଂଗ୍ରେସର ଜନଘୋଷଣା...

ତାତି ସହି ନ ପାରି କେରଳ ଏକ୍ସପ୍ରେସ୍‌ରେ ୪ ଯାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୧୧।୬: ଦିଲ୍ଲୀରୁ ଝାନ୍‌ସୀ ଯାଉଥିବା କେରଳ ଏକ୍ସପ୍ରେସ୍‌ରେ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ତାତି ସହି ନ ପାରି ଏଥିରେ ଯାତ୍ରା କରୁଥିବା ୪...

ଭାରତଛାଡ଼ ଆନ୍ଦୋଳନର ୭୭ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ,୯।୮: ଭାରତଛାଡ଼ ଆନ୍ଦୋଳନ ତଥା ଅଗଷ୍ଟ କ୍ରାନ୍ତି ଦିବସର ୭୭ତମ ବାର୍ଷିକୀ ଗୁରୁବାର ପାଳିତ ହୋଇଛି। ଭାରତର ସ୍ବାଧୀନତା ଆନ୍ଦୋଳନରେ ଏହା ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲ୍‌ମାନ ଯୁବକଙ୍କୁ ମାଡ଼

କାନପୁର, ୩୦ା୬ (ପି.ଟି.) ; ଉତ୍ତରପ୍ରଦେଶର କାନପୁରଠାରେ ଜଣେ ୧୬ ବର୍ଷୀୟ ନାବାଳକଙ୍କୁ କେତେକ ଯୁବକ ଘେରିଯାଇ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହିଥିଲେ। ନାବାଳକ...

ଉତ୍ତର ଭାରତରେ ବନ୍ୟା

ନୂଆଦିଲ୍ଲୀ/ହରିଦ୍ୱାର/ରୂପନଗର, ୨୦ା୮(ପି.ଟି.): ଉତ୍ତର ଭାରତରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟିହୋଇଛି। ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷାଜନିତ ବନ୍ୟା ପରିସ୍ଥିତି ଯୋଗୁ ସୋମବାର ସୁଦ୍ଧା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *