ଚିନ୍ତା ବଢାଇଲାଣି କରୋନା, ହୁ ହୁ ହୋଇ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୭୦୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୦୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୪୧୨୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୯୪୩ ଜଣ ଲୋକାଲ କେସ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୯ ହଜାର ୭୭୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୨୬ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୮୩, ବାଲେଶ୍ୱରରୁ ୧୯୮, ବରଗଡରୁ ୮୫, ଭଦ୍ରକରୁ ୫୪, ବଲାଙ୍ଗୀରରୁ ୧୯୦ , ବୌଦ୍ଧରୁ ୨୦, କଟକରୁ ୫୦୫, ଦେବଗଡରୁ ୧୮, ଢେଙ୍କାନାଳରୁ ୫୫, ଗଜପତିରୁ ୪୫, ଗଞ୍ଜାମରୁ ୧୧୧, ଜଗତ୍‌ସିଂହପୁରରୁ ୬୦, ଯାଜପୁରରୁ ୧୩୦, ଝାରସୁଗୁଡାରୁ ୧୪୩, କଳାହାଣ୍ଡିରୁ ୭୩, କନ୍ଧମାଳରୁ ୧୮, କେନ୍ଦ୍ରାପଡାରୁ ୨୭, କେନ୍ଦୁଝରରୁ ୬୫, କୋରାପୁଟରୁ ୧୦୭ , ମୟୂରଭଞ୍ଜରୁ ୨୦୧, କୋରାପୁଟରୁ ୧୦୭, ମାଲକାନଗିରିରୁ ୬, ନବରଙ୍ଗପୁରରୁ ୯୫, ନୟାଗଡରୁ ୩୫, ନୂଆପଡାରୁ ୨୬, ପୁରୀରୁ ୧୫୬, ରାୟଗଡାରୁ ୩୬ ଆକ୍ରାନ୍ତ ଅଛନ୍ତି। ସେହିପରି ସମ୍ବଲପୁରରୁ ୬୦୯, ସୋନପୁରରୁ ୬୧, ସୁନ୍ଦରଗଡରୁ ୧୧୪୭ ଥିବା ବେଳେ ଷ୍ଟେଟ ପୁଲ୍‌ରୁ ୪୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri