ଦେବାଳିଆ ପାକିସ୍ତାନ: ମିଟିଂରେ ଚା’, ବିସ୍କୁଟ ଉପରେ ରୋକ ଲଗାଇଲେ ଇମ୍ରାନ ସରକାର

ଇସଲାମାବାଦ,୨୬।୮: ପାକିସ୍ତାନର ଅର୍ଥନୈତିକ ସ୍ଥିତି ସମ୍ପୂର୍ଣ୍ଣ ଦେବାଳିଆ ହୋଇପଡିଛି। ଭାରତଠାରୁ ବ୍ୟବସାୟିକ ସମ୍ପର୍କ ଛିନ୍ନ କରିବା ପରେ ଏହାର ପ୍ରଭାବ ବଜାର ଦର ଉପରେ ପଡିଛି। ଏହା ଦେଖି ଇମ୍ରାନ ସରକାର ଖର୍ଚ୍ଚ କାଟ କରିବା ଆରମ୍ଭ କରିଦେଇଛନ୍ତି। ଏପରିକି ସରକାରୀ ମିଟିଂରେ ଚା’, ବିସ୍କୁଟ ଉପରେ ବି ରୋକ ଲଗାଯାଇଛି। ଏହାସହ ମାଗାଜିନ୍‌, ପେପର କିଣା ଉପରେ ମଧ୍ୟ ଖର୍ଚ୍ଚ କାଟ କରାଯାଇଛି। ଆଗକୁ ସରକାରୀ ଗାଡି କିଣାକିଣି କରାଯିବନି ବୋଲି ନିର୍ଦ୍ଦେଶ ଦିଆଯାଇଛି। ଅଫିସରେ ବିଜୁଳି ଏବଂ ଟେଲିଫୋନ୍‌ ଆବଶ୍ୟକ ଅନୁଯାୟୀ ବ୍ୟବହାର କରିବାକୁ ନିଷ୍ପତ୍ତି ନିଆଯାଇଛି।


All Right Reserved By Dharitri.Com

୪୪ ବର୍ଷରେ ବନ୍ୟ ପ୍ରାଣୀଙ୍କ ସଂଖ୍ୟା କମିଛି ୬୦ ପ୍ରତିଶତ: ପ୍ରତିଦିନ ଶହେ ହାତୀଙ୍କ ମୃତ୍ୟୁ ଘଟୁଛି

ଓ୍ବାଶିଂଟନ,୨୫।୭: ପୃଥିବୀରେ ଜନସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ନକାରାତ୍ମକ ପ୍ରଭାବ ଜଙ୍ଗଲ ପରିସୀମା ଉପରେ ପଡ଼ିବାରେ ଲାଗିଛି। ଜଙ୍ଗଲ ଅଭାବ ଯୋଗୁ ବନ୍ୟ ପ୍ରାଣୀଙ୍କ ସଂଖ୍ୟା...

ବାଂଲାଦେଶର ପୂର୍ବତନ ସାମରିକ ଶାସକ ମହମ୍ମଦ୍‌ ଇର୍ଶାଦ୍‌ଙ୍କ ପରଲୋକ

ଢ଼ାକା, ୧୪।୭: ବାଂଲାଦେଶର ପୂର୍ବତନ ସାମରିକ ଶାସକ ହୁସେନ୍‌ ମହମ୍ମଦ୍‌ ଇର୍ଶାଦ୍‌ଙ୍କର ରବିବାର ୯୦ ବର୍ଷ ବୟସରେ ପରଲୋକ ହୋଇଯାଇଛି। ୧୯୮୨ ଏପ୍ରିଲ୍‌ ୨୪ରେ ତତ୍‌କାଳୀନ...

ପଙ୍ଗପାଳକୁ ନେଇ ପାକ୍‌ରେ ଜରୁରୀ ପରିସ୍ଥିତି

ଇସ୍‌ଲାମାବାଦ,୩ା୨: ପାକିସ୍ତାନକୁ ଲକ୍ଷ ଲକ୍ଷ ସଂଖ୍ୟାରେ ପଙ୍ଗପାଳ ମାଡ଼ିଆସି ଫସଲ ନଷ୍ଟ କରିଚାଲିଥିବାରୁ ସରକାର ଜାତୀୟ ଜରୁରୀ ପରିସ୍ଥିତି ଜାରି କରିଛନ୍ତି। ପଙ୍ଗପାଳ ସିନ୍ଧ୍‌ ପ୍ରଦେଶରେ...

ନେତାନ୍ୟାହୁ ବିଫଳ:ଇସ୍ରାଏଲରେ ହେବ ସାନି ନିର୍ବାଚନ

ଜେରୁଜେଲମ୍‌,୩୧।୫ :(ପି.ଟି.):ପୁଣି ଇସ୍ରାଏଲରେ ଜାତୀୟ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ମିଳିତ ସରକାର ଗଠନ କରିବାରେ ବିଫଳ ହେବା ପରେ ଦେଶରେ ପ୍ରଥମଥର ଲାଗି ଏଭଳି...

ଦୁଇଦିନ ପରେ ପୁଣି ଥରିଲା ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୬।୯: ଦୁଇ ଦିନ ପରେ ପୁଣି ଗୁରୁବାର ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୮ ଥିଲା ବୋଲି ପାଣିପାଗ...

ନାଇଜେରିଆରେ ମିଳିତ ଅପରେଶନ୍‌: ୨୦ ଆତଙ୍କବାଦୀ ନିହତ

ଲାଗୋସ୍‌,୪।୬: ଦି ମଲ୍ଟି ନ୍ୟାଶନାଲ ଟାକ୍ସ ଫୋର୍ସ (ଏମ୍‌ଟିଜେଟିଏଫ୍‌)ର ମିଳିତ ଅପରେଶନରେ ନାଇଜେରିଆର ଏରିଜି, ମାଲକୋନୋରୀ, ତୁମବୁମ ରେଗୋ ଅଞ୍ଚଳରେ ପାଖାପାଖି ୨୦ ଆତଙ୍କବାଦୀଙ୍କ ମୃତ୍ୟୁ...

ପାକିସ୍ତାନୀ ଅଭିନେତ୍ରୀଙ୍କ ପରଲୋକ

କରାଚୀ,୧୦ା୭(ପି.ଟି.): ପାକିସ୍ତାନର କିମ୍ବଦନ୍ତୀ ଅଭିନେତ୍ରୀ ଜାହିନ୍‌ ତାହିରା ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୭୯ବର୍ଷ ହୋଇଥିଲା। ତାହିରାଙ୍କ ବିୟୋଗ ଖବର ତାଙ୍କ ନାତି ଡାନିଏଲ ଶାହଜାଦ୍‌...

ଚାଇନାକୁ ୨ଶହ ଟନ୍‌ ଚାଉଳ ଦାନ କଲା ମ୍ୟାନମାର

ୟାନଗୋନ,୧।୩: କରୋନା ଭାଇରସ କବଳରେ ପଡି ଆର୍ଥିକ ସ୍ତରରେ ପଛକୁ ଚାଲିଯାଇଥିବା ଚାଇନାକୁ ଏବେ ବିଭିନ୍ନ ଦେଶ ସହାୟତାର ହାତ ବଢାଇଛନ୍ତି। ଏହି କ୍ରମରେ ରବିବାର...

Leave a comment

Your email address will not be published. Required fields are marked *