ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ଗୁରୁତର

ବୌଦ୍ଧ,୨୬।୮(ସ୍ବ.ପ୍ର.) : ବୌଦ୍ଧ ଜିଲା କରଡ଼ାକୋଠା ନିକଟରେ ସୋମବାର ସକାଳୁ କାର୍‌ ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ରମାକାନ୍ତ ସେଠୀ ଗୁରୁତର ହୋଇଥିବା ଜଣାପଡ଼ିଛି। ପ୍ରକାଶ ଯେ, ଭୁବନେଶ୍ୱରରୁ ବୌଦ୍ଧ ଆସୁଥିବାବେଳେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ କରଡ଼ାକୋଠା ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଗାଡ଼ି ପଛ ସିଟ୍‌ରେ ବସିଥିବା ସେଠୀ ଗୁରୁତର ହୋଇଥିଲେ। ତାଙ୍କୁ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି।


All Right Reserved By

ଖୋଜିଲେ ମିଳିବ ବାଟ

ପଦ୍ମପୁର, ୨୦।୫(ଡି.ଏନ.ଏ.)- ଜଣେ ଗୃହିଣୀ ହୋଇଥିଲେ ବି ତାଙ୍କ ଇଚ୍ଛାଶକ୍ତି ଓ ଅଧ୍ୟବସାୟ ଆଗରେ ହାର୍‌ ମାନିଛି ଦାରିଦ୍ର୍ୟ। ପରିଶ୍ରମ ଓ ଚେଷ୍ଟା ତାଙ୍କୁ କରିଛି...

ଶ୍ୱଶୁରଘର ଅଞ୍ଚଳରୁ ଜ୍ୱାଇଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର : ହତ୍ୟା ଅଭିଯୋଗ ଆଣିଲେ ମୃତକଙ୍କ ବାପା

ଧାମନଗର, ୧।୬ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ କଲ୍ୟାଣୀନଗରୀ ନିକଟ ରେବ ନଦୀ କୂଳରେ ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ...

ଆର୍‌ଟିଓରେ ଭିଡ଼ ମହିଳାଙ୍କ ପାଇଁ ହେଉନି ସ୍ବତନ୍ତ୍ର ଧାଡ଼ି

ପୁରୀ ଅଫିସ, ୧୪ା୯: ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ସବୁଠି ଏବେ ହଇଚଇ। ପୋଲିସ ଅଧିକ ସକ୍ରିୟ ହୋଇପଡିଥିବାବେଳେ ଜୋର୍‌ଦାର ଚାଲିଛି ଧରପଗଡ଼। ...

ଛାତ୍ରୀ ଅଶ୍ଳୀଳ ଭିଡ଼ିଓ ଶୁଟିଂ ଘଟଣା: ତାଳସାରୀରେ ମହିଳା, ପୁରୁଷଙ୍କ ମେଳି

ଭୋଗରାଇ, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଶାରୀରିକ ନିର୍ଯାତନା, ଅଶ୍ଳୀଳ ଭିଡ଼ିଓ ଶୁଟିଂ ଓ ବ୍ଲାକମେଲିଂ ଘଟଣାରେ ମାସେ ବିତିଥିଲେ...

ନିର୍ଣ୍ଣାୟକ ଲଢ଼େଇ ନେଇ ଶ୍ରମିକଙ୍କ ପ୍ରସ୍ତୁତି

ରାଉରକେଲା ଅଫିସ,୧୪।୭ – ସୁନ୍ଦରଗଡ଼ ଜିଲାର ଅନ୍ୟତମ ପ୍ରମୁଖ ଘରୋଇ ଶିଳ୍ପ କାରଖାନା ଆଧୁନିକ ମେଟାଲିକ୍ସର ଭବିଷ୍ୟତ ନେଇ ଆଶଙ୍କା ସୃଷ୍ଟି ହୋଇଛି। କାରଖାନାରେ ଏବେ...

ଫାଇନାନ୍ସ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ ଘଟଣା: ବନ୍ଧୁକ, ବାଇକ, ଟଙ୍କା ଜବତ: ୬ ଗିରଫ

ରାଇକିଆ,୧୩ା୭(ଡ଼ି.ଏନ.ଏ.)-ରାଇକିଆ ଥାନା କରଡ଼ା ନିକଟରେ ଗତ ଫେବୃୟାରୀରେ ଏକ ଘରୋଇ ଫାଇନାନ୍ସ କମ୍ପାନୀ କର୍ମଚାରୀମାନଙ୍କଠାରୁ ହୋଇଥିବା ଟଙ୍କା ଲୁଟ ଘଟଣାରେ ୬ ଅଭିଯୁକ୍ତଙ୍କୁ ଶୁକ୍ରବାର ରାଇକିଆ...

ଲୋକଙ୍କୁ ସେବା ଯୋଗାଇ ଆସ୍ଥା ଭାଜନ ହୁଅ- ରାଜସ୍ବ ମନ୍ତ୍ରୀ

ବାରିପଦା ଅଫିସ,୬।୮- ମୟୂରଭଞ୍ଜ ଜିଲାର ବାରିପଦା ତହସିଲକୁ ରାଜ୍ୟର ଏକ ଆଦର୍ଶ ତହସିଲରେ ପରିଣତ କରାଯିବ। ଏଥିଲାଗି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ରାଜସ୍ବ ଓ...

ସରକାରୀ ପୋରଛାହନ୍‌ ଅଭାବ୍‌: ବୁଡ଼ବାର ଉପରେ ଲୋକ୍‌କଳା ସଂଚାର

  ଜାମଟିକ୍ରା, ୨୦।୮ (ଡି.ଏନ୍‌.ଏ.): ଭାରତୀୟ କଳା, ସଂସ୍କୃତି, ପରବ୍‌ ପରବାନୀ ବିଶ୍ୱରେ ଗୁଟେ ଅଲଗ୍‌ ପରିଚଏ ସୁରୁଷ୍‌ଟି କରିଛେ। ହେଲେ ଆଏଜ୍‌କାଲି ବିଦେଶୀ ସଂସ୍କୃତି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *