ମନ୍ଦିର ହୁଣ୍ଡି, ଆଲମାରି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି

ନିରାକାରପୁର, ୨୬।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତରେ ଥିବା ରାମ ମନ୍ଦିର ଓ ସାଇ ମନ୍ଦିରରୁ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। କେହି ଦୁର୍ବୃତ୍ତ ମନ୍ଦିରର ତାଲା କାଟି ହୁଣ୍ଡି, ଆଲମାରି ଏବଂ ସାଇ ବାବା ଲଗାଇଥିବା ରୁପାର ମୁକୁଟକୁ ଚୋରିକରି ନେଇଛନ୍ତି। ରାମମନ୍ଦିର ପରିସରରେ ଥିବା ମହାବୀରଙ୍କ ହୁଣ୍ଡିରୁ ସମସ୍ତ ଟଙ୍କା ଚୋରିକରି ନେବା ସହ ମନ୍ଦିର ସମ୍ମୁଖରେ ଥିବା ଏକ ପରିତ୍ୟକ୍ତ ଘରେ ଖାଲି ହୁଣ୍ଡି ବାକ୍ସକୁ ପକାଇଦେଇଥିବା ଦେଖିବାକୁ ମିଳିଛି। ସୋମବାର ସକାଳୁ ପୂଜକ ମନ୍ଦିରକୁ ଆସିବା ପରେ ଚୋରି ହୋଇଥିବା ଜାଣି ସ୍ଥାନୀୟ ଲୋକଙ୍କୁ ଡ଼ାକିଥିଲେ। ସୋମବାର ପୂର୍ବାହ୍ନ ପର୍ଯ୍ୟନ୍ତ ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡ଼ିଛି।


All Right Reserved By

ଶୃଙ୍ଖଳିତ ଜିଲା ଭାବରେ ଗଢି ତୋଳିବା ଆଭିମୁଖ୍ୟ ପ୍ରକାଶ କଲେ ଏସ୍‌ପି

ନୂଆପଡା ଅଫିସ,୨୮ା୮-ନୂଆପଡା ଏକ ଉପାନ୍ତ ତଥା ଛତିଶଗଡ ସୀମାନ୍ତବର୍ତ୍ତୀ ଜିଲା । ଏଠାରେ ମାଓବାଦୀ, ଦାଦନ ଭଳି ସମସ୍ୟା ରହିଥିବାବେଳେ ଲୋକଙ୍କ ସାଧାରଣ ଜୀବନ ଶୈଳି...

ପୋକରା ଚାଉଳ ବଣ୍ଟନକୁ ନେଇ ଉତ୍ତେଜନା: ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ କଲେ ହିତାଧିକାରୀ

ଦାରିଙ୍ଗବାଡ଼ି,୧୩ା୯(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟରେ ଶୁକ୍ରବାର ସାଧାରଣ ବଣ୍ଟନ ଟଙ୍କିକିଆ ଚାଉଳ ପୋକରା ଥିବା ଅଭିଯୋଗ ହୋଇଛି। ଅତି ନିମ୍ନମାନର...

ବର୍ଷେ ପରେ ଦୂର ହୋଇନି ସୁଜାତାନଗରବାସୀଙ୍କ ଦୁଃଖ

ପୁରୀ ଅଫିସ, ୧୦ା୮: ସାମାନ୍ୟ ବର୍ଷା ହେଲେ ପୁରୀ ପୌରସଂସ୍ଥା ୧ ନଂ. ୱାର୍ଡର ମାଟିତୋଟା ଏବଂ ସୁଜାତାନଗର ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ଜଳବନ୍ଦୀ ଜୀବନ...

ପନିକି ଘାଟିରେ ବରଯାତ୍ରୀ ଗାଡି ଓଲଟି, ୭ ଗୁରୁତର

ତେଲକୋଇ, ୨୮।୪(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ଖୁଣ୍ଟାପଡା ପଞ୍ଚାୟତ କୁଲାଡେରା ଗ୍ରାମରେ ଝିଅ ବାହାଘର ହୋଇଥିଲା। ଶନିବାର ଗ୍ରାମବାସୀ ମହିଳା ଓ ପୁରୁଷ ମିଶି ଝିଅକୁ ବିଦା...

ପିଲାଙ୍କ ରଥଯାତ୍ରା, ନିଆରା ପରମ୍ପରା

ବରଗଡ଼ ଅଫିସ୍‌,୫।୭-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳିତ ହେଉଛି । ତେବେ ବରଗଡ଼ ନାଏକପଡ଼ାର ଶିଶୁଙ୍କ ରଥଯାତ୍ରା ପାଳନ ସମ୍ପୂର୍ଣ୍ଣ ନିଆରା । ପିଲାମାନେ...

ଫସଲ ଉଜାଡି, ଘର ଭାଙ୍ଗିଲେ ହାତୀ

ଝୁମ୍ପୁରା ୧୪।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା, ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ଫରେଷ୍ଟ ସେକସନର ଗ୍ରାମାଞ୍ଚଳରେ ରବିବାର ବିଳମ୍ବିତ ରାତିରେ ପୁଣି ହାତୀପଲ ପଶି ଆସିଛନ୍ତି। ହାତୀପଲ ୨ଟି...

ଲୁଣିଝରା ନଦୀରେ ଚେକଡ୍ୟାମ୍‌ ପାଇଁ ଗ୍ରାମବାସୀଙ୍କ ଦାବି, ଜଳସମ୍ପଦ ବିଭାଗ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ

ନୟାଗଡ଼ ଅଫିସ,୨୯।୯-ନୟାଗଡ଼ବ୍ଲକ ସାଲୁଣୀ ଗ୍ରାମ ଦେଇ ଯାଇଥିବା ଲୁଣିଝରା ନଦୀରେ ଏକ ଚେକଡ୍ୟାମ ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଦୀର୍ଘବର୍ଷ ହେଲାଣି ସେମାନେ ଦାବି କରି...

ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ବୋଲି ମାନିଲେ  ଯାଜପୁର ଜିଲାପାଳ: ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଚିଠି

ଯାଜପୁର ଟାଉନ,୮।୯(ଡି.ଏନ.ଏ.)- ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତମାନର ରୋଗୀସେବା ନିମନ୍ତେ ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲା...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *