ଦୁର୍ଘଟଣାରେ ବୌଦ୍ଧ ଏଡିଏମ୍‌ ମୃତ

ବୌଦ୍ଧ,୨୬।୮(ଡି.ଏନ୍‌.ଏ.) : ବୌଦ୍ଧ ଜିଲା ଏଡିଏମ୍‌ ରମାକାନ୍ତ ସେଠୀ(୫୫)ଙ୍କ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ସେଠୀ ସୋମବାର ଭୁବନେଶ୍ୱରରୁ ବୌଦ୍ଧ ଆସୁଥିବାବେଳେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ କରଡ଼ାକୋଠା ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଗାଡ଼ି ପଛ ସିଟ୍‌ରେ ବସିଥିବା ସେଠୀ ଗୁରୁତର ହୋଇଥିଲେ। ତାଙ୍କୁ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁରେ ସମଗ୍ର ଜିଲାରେ ଶୋକର ଛାୟା ଖେଳିଯାଇଛି। କାର ଡ୍ରାଇଭର ଗୁରୁତର ହୋଇ ଜିଲା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି।


All Right Reserved By Dharitri.Com

ଶିଶୁର ବିକାଶରେ ହିଁ ଦେଶର ବିକାଶ ସମ୍ଭବ

ଫୁଲବାଣୀ ଅଫିସ, ୧୩ା୫-କନ୍ଧମାଳ ଜିଲା ବନ୍ଧଗଡଠାରେ ଶିଶୁ ସୁରକ୍ଷା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ ଅଶୋକ କୁମାର...

ଜୁଆ ଖେଳରୁ ଛୁରାମାଡ, ଜଣେ ଗୁରୁତର

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ୍‌.ଏ.)-ଜଗନ୍ନାଥପ୍ରସାଦ ଜଳୀସାହିଠାରେ ସୋମବାର ରାତ୍ର ପ୍ରାୟ ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ସେ ହେଲେ ଉକ୍ତସାହିର ପବନା ସେଠି (୨୫)। ଗୁରୁତର ଅବସ୍ଥାରେ ତାଙ୍କୁ...

କାନ୍ଥପଡ଼ି ମହିଳା ମୃତ, ଜଣେ ଗୁରୁତର: ଅଳ୍ପକେ ବର୍ତ୍ତିଲେ ଶିଶୁପୁତ୍ର

କଣ୍ଟାମାଳ,୭।୯(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ ଥାନା ଅନ୍ତର୍ଗତ ପରାଗାଁରେ କାନ୍ଥପଡି ଶନିବାର ସକାଳେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ...

ପ୍ରବଳ ବର୍ଷା ଯୋଗୁ ଭାସିଗଲା ପିକ୍‌ଅପ୍‌ ଭ୍ୟାନ୍‌

ଜୟପୁର,୨୯।୭(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ମାଳଦା ପଞ୍ଚାୟତ କେଲାରୀ ରୋଡ୍‌ରେ ପ୍ରବଳ ବର୍ଷା ଯୋଗୁ ସୋମବାର ସକାଳେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାସିଯାଇଛି।...

ମଦ୍ୟପ ବାପାଙ୍କୁ ହତ୍ୟା କଲା ପୁଅ

ବୌଦ୍ଧ, ୮ା୬(ସ୍ବ.ପ୍ର): ବୌଦ୍ଧ ଥାନା ଅନ୍ତର୍ଗତ ସରଣ୍ଡା ଗ୍ରାମରେ ଗୁରୁବାର ଏକ ହତ୍ୟା ଘଟଣା ଘଟିଛି । ମଦ୍ୟପ ବାପାଙ୍କ ନିର୍ଯାତନା ଅସହ୍ୟ ହେବାରୁ ପୁଅ...

ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣା: ୪ ନିଖୋଜଙ୍କ ପତ୍ତା ମିଳୁନି

ପରଜଙ୍ଗ, ୮।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ଅଧୀନ ରୋଡ୍‌ ପଞ୍ଚାୟତ କୁନ୍ଦନଦେଈପୁର ଗ୍ରାମ ନିକଟରେ ପ୍ରବାହିତ ବ୍ରାହ୍ମଣୀ ନଦୀ ଡଙ୍ଗାବୁଡ଼ି ଘଟଣାକୁ ପାଖାପାଖି ୧୮ ଘଣ୍ଟା...

ଓଲଟି ପଡ଼ିଲା ତେଲ ବୋଝେଇ ଟ୍ୟାଙ୍କର: ତେଲ ବୋହି ନେଲେ ଲୋକେ

ବଇଣ୍ଡା,୩୧।୭(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ହଣ୍ଡପା ଥାନା ବଇଶିଣା ନିକଟରେ ବୁଧବାର ସକାଳେ ଏକ ପେଟ୍ରୋଲ ଓ ଡିଜେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ...

ପୁଣି ତେଜିଲା ବିଜେଡିର ଗୋଷ୍ଠୀ ବିବାଦ : ରାଜଶ୍ରୀଙ୍କ ଗାଡ଼ି ଆଗରେ ଶୋଇଲେ ବିଷ୍ଣୁ ସମର୍ଥକ

ତିର୍ତ୍ତୋଲ,୫ା୮(ଡି.ଏନ.ଏ.): ଜଗତ୍‌ସିଂହପୁର ଏମ୍‌ପି ଡା. ରାଜଶ୍ରୀ ମଲ୍ଲିକ ଓ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଚରଣ ଦାସଙ୍କ ସମର୍ଥକମାନଙ୍କ ମଧ୍ୟରେ ବିବାଦକୁ ନେଇ ବହୁଥର ରାଜ୍ୟ ରାଜନୀତି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *