ସେପ୍ଟେମ୍ବର ୫ରୁ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ-୨୦୧୯

ଭୁବନେଶ୍ୱର,୨୬।୮(ବ୍ୟୁରୋ): ସେପ୍ଟେମ୍ବର ୫ରୁ ଗୁରୁ କେଳୁଚରଣ ମହାପତ୍ର ପୁରସ୍କାର ଉତ୍ସବ-୨୦୧୯ ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତ୍ୟେକ ବର୍ଷ ଉକ୍ତ ସମାରୋହ ୫ ଦିନ ଅନୁଷ୍ଠିତ ହେଉଥିବା ବେଳେ ଚଳିତ ବର୍ଷ ଏହା ୭ ଦିନ ଅନୁଷ୍ଠିତ ହେବ । ଏହି ଉତ୍ସବଟିକୁ ବିଶ୍ୱପ୍ରସିଦ୍ଧି ଲାଭ କରିଥିବା କଳାକାରମାନଙ୍କୁ ନେଇ ଏକ ନୃତ୍ୟ ଓ ସଂଗୀତର ଖସଡ଼ା ପ୍ରସ୍ତୁତ କରାଯାଇଛି, ଯେଉଁଥିରେ ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟ ଓ ସଂଗୀତକୁ ଅଗ୍ରାଧିକାର ଦିଆଯାଇଛି। ଏହି ମହୋତ୍ସବର ବିଶେଷ ଆକର୍ଷଣ ହେଉଛି କାର୍ଲିଫର୍ନିଆର ଗୁରୁ ଶ୍ରଦ୍ଧା ଅନୁଷ୍ଠାନର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶିକା ନିହାରୀକା ମହାନ୍ତିଙ୍କ ଦ୍ୱାରା ଏକକ ନୃତ୍ୟ ପରିବେଷଣ।


All Right Reserved By Dharitri.Com

ମାର୍ଚ୍ଚ ୩୧ ସୁଦ୍ଧା ସବୁ ଧାନ କିଣାଯିବ:ମନ୍ତ୍ରୀ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଚାଷୀମାନେ ଧାନ ବିକ୍ରିକୁ ନେଇ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ମଣ୍ଡିରେ ମଧ୍ୟ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି।...

ତଥ୍ୟ ପ୍ରଦାନରେ ଅବହେଳା: ୩୫ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ

ରାଜନଗର, ୨୧।୯ (ଡି.ଏନ୍‌.ଏ.): ପ୍ରତିଦିନ ସ୍କୁଲରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ଓ ମଧ୍ୟାହ୍ନଭୋଜନ ଖାଉଥିବା ପିଲାଙ୍କ ଠିକ୍‌ ତଥ୍ୟ ମଧ୍ୟାହ୍ନଭୋଜନ ପୋର୍ଟାଲକୁ ପଠାଇବାର ନିୟମ ରହିଛି। ହେଲେ...

ଅପରେଶନ ସଫଳ: ପରିଜା ଲାଇବ୍ରେରୀ ଛାତ ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଉଥିବା ବ୍ୟକ୍ତି ଉଦ୍ଧାର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଥିବା ପରିଜା ଲାଇବ୍ରେରୀ ଛାତରେ ଚଢ଼ି ଆତ୍ମହତ୍ୟା କରିବାକୁ ଧମକ ଦେଉଥିବା ବ୍ୟକ୍ତି ଦୀର୍ଘ ତିନି ଘଣ୍ଟାର ମାରାଥନ ଅପରେଶନ...

ଭୁବନେଶ୍ୱରର ଡ୍ରେନେଜ ବ୍ୟବସ୍ଥିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ଭୁବନେଶ୍ୱରରେ ଡ୍ରେନେଜ ବ୍ୟବସ୍ଥା ବ୍ୟବସ୍ଥିତ କରିବାକୁ ବୁଧବାର ଚିଠି ଲେଖି ସେ ଅନୁରୋଧ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ: ଇସ୍ପାତ ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦେଶରେ ଇସ୍ପାତ ଉତ୍ପାଦନ ବୃଦ୍ଧି ସମ୍ପର୍କିତ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇସ୍ପାତ ମନ୍ତ୍ରଣାଳୟର...

ମାଓବାଦୀ ଅଞ୍ଚଳ ବୁଲିଲେ ସିଆର୍‌ପିଏଫ୍‌ ଡିଜି

ଭୁବନେଶ୍ୱର,୧।୨(ବ୍ୟୁରୋ): ସିଆର୍‌ପିଏଫ୍‌ ଡିଜି ଏ.ପି. ମାହେଶ୍ୱରୀ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ମାଲକାନଗିରି, କୋରାପୁଟ ଆଦି ରାଜ୍ୟର ବିଭିନ୍ନ ମାଓବାଦୀ ପ୍ରଭାବିତ ଜିଲା...

ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଭଦ୍ରକ ଅଫିସ,୨୯।୮: ଭଦ୍ରକ ଟାଉନ ପୋଲିସ ଗୁରୁବାର ବାଇପାସ୍‌ ଛକ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଜବତ କରିଛି। ଯୁବକଙ୍କ ଦୁଇ ହାତରେ ସାଲାଇନ...

ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ ଦର୍ଶାଯିବା ଘଟଣା: ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ଦର୍ଶାଯିବା ଘଟଣାକୁ ନେଇ ଶନିବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ...

Leave a comment

Your email address will not be published. Required fields are marked *