Posted inରାଜ୍ୟ

ସୁସ୍ଥ ହେଲେ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪।୩ : ଓଡ଼ିଶାରେ ଗୁରୁବାର ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୧୧, ବରଗଡ଼ ଓ ସମ୍ବଲପୁରରୁ ୮, କଟକରୁ ୭, ବଲାଙ୍ଗୀରରୁ ୬, ସୁନ୍ଦରଗଡ଼ରୁ ୫, ଦେଓଗଡ଼ ଓ ଯାଜପୁରରୁ ୪, ଝାରୁସୁଗୁଡ଼ା ଓ ମୟୁରଭଞ୍ଜରୁ ୩, ବାଲେଶ୍ୱର ଓ ରାୟାଗଡ଼ାରୁ ୨, ଅନୁଗୁଳ, ଭଦ୍ରକ, ବୌଦ୍ଧ, କେନ୍ଦ୍ରପଡ଼ା, ପୁରୀ, ସୋନପୁରରୁ ୧ ଏବଂ ଷ୍ଟେଟ୍‌ ପୁଲରୁ ୨ ଜଣ ଆରୋଗ୍ୟ ଲାଭ କିରଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri