Posted inରାଜ୍ୟ

ସୁସ୍ଥ ହେଲେ ୭୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୨।୨: ଓଡ଼ିଶାରେ ଶୁକ୍ରବାର ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କୋଭିଡ୍‌-୧୯ରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୩୫୧ରେ ପହଞ୍ଚିଛି। ସୁନ୍ଦରଗଡ଼ରୁ ସର୍ବାଧିକ ୧୧, ମୟୁରଭଞ୍ଜରୁ ୯, ବାଲେଶ୍ୱର, ବରଗଡ଼ ଓ କଟକରୁ ୬, ଅନୁଗୁଳ ଓ ଖୋର୍ଦ୍ଧାରୁ ୫, ସମ୍ବଲପୁରରୁ ୪, ଗଜପତି ଓ ରାୟଗଡ଼ାରୁ ୩, ଗଞ୍ଜାମ, ଝାରୁସୁଗଡ଼ା, କଲାହାଣ୍ଡି ଓ ନୂଆପଡ଼ାରୁ ୨, ବଲାଙ୍ଗୀର, ଦେଓଗଡ଼, କେନ୍ଦ୍ରାପଡ଼ା, କେନ୍ଦୁଝର ଏବଂ ଷ୍ଟେଟ୍‌ ପୁଲରୁ ଜଣେ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

କୋଇଲା ବ୍ୟବସାୟୀଙ୍କ ଘର ଉପରକୁ ଗୁଳିମାଡ଼

ସୁନ୍ଦରଗଡ଼, ୧୭।୫ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସହରର ପ୍ରତିଷ୍ଠିତ କୋଇଲା ପରିବହନ ବ୍ୟବସାୟୀ ସଞ୍ଜୟ ନନ୍ଦ (ପିଲୁ)ଙ୍କ ବାସଭବନ ଉପରକୁ ଶନିବାର ବିଳମ୍ବିତ ରାତିରେ ଗୁଳିମାଡ଼…

ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର

ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri