ଆଜି ରାଜଧାନୀରୁ ୭୧ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୩।୪(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୭୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୫୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି। ସେହିପରି ଆଜି ରାଜଧାନୀରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬୧୮ରେ ପହଞ୍ଚିଥିବା ବେଳେ ୩୧,୯୪୫ ଜଣ ସୁସ୍ଥ ହୋଇଛନ୍ତି। ୪୦୨ ଜଣ ଚିକିିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

ଥାନା ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ, ସାଥିରେ ଅଛନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୨୧ା୮: ପେଲେଟ୍ ଗନ୍‌ ବ୍ୟବହାରକୁ ନେଇ ପୁଣିଥରେ ସ୍ୱର ଉଠାଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଶୁକ୍ରବାର ସେ ଦିଲ୍ଲୀର ସଂସଦ ମାର୍ଗ ଥାନାରେ ପହଞ୍ଚିବା ସହ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri